ରାଜସ୍ବ ମନ୍ତ୍ରୀଙ୍କ ଦେବଗଡ ଗସ୍ତ ଓ ସରକାରୀ ଯୋଜନାର ସମୀକ୍ଷା

ଦେବଗଡ଼:ରାଜସ୍ବ ଓ ବିପର୍ଯୟ ପରିଚାଳନା ବିଭାଗର ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଦେବଗଡ଼ ଗସ୍ତରେ ଆସି ସ୍ଥା‌ନୀୟ ସର୍କିଟ ହାଉସରେ ରାଜସ୍ବ ବିଭାଗ ଓ ବିଭିନ୍ନ ସରକାରୀ ଯୋଜନାର ସମୀକ୍ଷା କରିଥିଲେ। ଶ୍ରୀ ପୂଜାରୀ ଜିଲ୍ଲାର ବିଭିନ୍ନ ପ୍ରଗତିଶୀଳ କାର୍ଯ୍ୟର ଅଗ୍ରଗତି ସମ୍ପର୍କରେ ବିସ୍ତୃତ ଆଲୋଚନା କରିବା ସହ ଲୋକଙ୍କ ପାଖରେ ସରକାରୀ ସେବା ଓ ଜନକଲ୍ୟାଣକାରୀ ଯୋଜନାଗୁଡ଼ିକୁ ସଠିକ୍ ଭାବେ ପହଞ୍ଚାଇବା ପାଇଁ ବିଭାଗୀୟ ଅଧିକାରୀମାନଙ୍କୁ ପରାମର୍ଶ ଦେଇଥିଲେ।ଏହାସହିତ ହାଇଟେକ୍ ସର୍ଭେର ସମୀକ୍ଷା,ସ୍କୁଲ ଓ କଲେଜ୍ର ପଟ୍ଟା,ବସୁନ୍ଧରା ଯୋଜନାରେ ପଟ୍ଟା ବଣ୍ଟନ ତଥା ବିଭିନ୍ନ ସରକାରୀ ଯୋଜନାର ସମୀକ୍ଷା କରିଥିଲେ।ବୈଠକରେ ଜିଲ୍ଲାପାଳ କବୀନ୍ଦ୍ର ସାହୁ,ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ପ୍ରଶାନ୍ତ ବେହେରା,ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ,ପୂର୍ବ ବିଧାୟକ ସୁବାସ ଚନ୍ଦ୍ର ପାଣିଗ୍ରାହୀ,ଉପଜିଲ୍ଲାପାଳ ପରିକ୍ଷିତ ସାହୁ,ଡେପୁଟି କଲେକ୍ଟର ଲକ୍ଷ୍ମଣ ଅମାତଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ