ରାଜସ୍ଵ ସମୀକ୍ଷା ବୈଠକ

ଦେବଗଡ଼:ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ବିକାଶ ଭବନ ସମ୍ମିଳନୀ କକ୍ଷରେ ରାଜସ୍ଵ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।ଜିଲ୍ଲାପାଳ କବୀନ୍ଦ୍ର କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଭୂରାଜସ୍ଵ, ରୟାଲିଟି ଆଦାୟ, ଜଳକର,ବସୁନ୍ଧରା,ଘରବାରି ଜମି ଆବଣ୍ଟନ, ହାଇଟେକ୍ ସର୍ଭେ ଅଧୀନରେ ସଂଶୋଧନ ମାମଲା ଓ ସମସ୍ତ ଅନ୍ୟାନ କର ଆଦାୟ ସଂପର୍କରେ ବୈଠକରେ ଆଲୋଚନା କରାଯାଇଥିଲା। ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରେବେକା ବିଲୁଙ୍ଗ,ଉପଜିଲ୍ଲାପାଳ ପରିକ୍ଷିତ ସାହୁ ,ଡେପୁଟି କଲେକ୍ଟର(ରାଜସ୍ବ) ଲକ୍ଷ୍ମଣ ଅମାତ,ଦେବଗଡ ତହସିଲଦାର କର୍ଣ୍ଣ ମଲ୍ଲିକ,ଜିଲ୍ଲା ମଙ୍ଗଳ ଅଧିକାରୀ ଶିଶିର ପୁହାଣ,ଆରଏଣ୍ଡବିର ଅଧିକ୍ଷଣ ଯନ୍ତ୍ରୀ ଅଭିଷେକ ଓଝା ,ଡେପୁଟି କଲେକ୍ଟର ଅଞ୍ଜୁନୀ କୁଜୁର୍, ପ୍ରିୟା ତିର୍କିଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ