ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

ଭୁବନେଶ୍ୱର: ରାଜ୍ୟ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ଆସନ୍ତା ବର୍ଷ ସୁଦ୍ଧା ରାଜ୍ୟରେ ମଡେଲ ମଣ୍ଡି ଖୋଲିବ ବୋଲି ମନ୍ତ୍ରୀ କହିଛନ୍ତି। ରାଜ୍ୟର ୩୦ଟି ଜିଲାରେ ୩୮ଟି ମଡେଲ ମଣ୍ଡି ଖୋଲିବ। ଆବଶ୍ୟକତା ଦେଖି ବଡ଼ ଜିଲାରେ ୨ଟି ମଡେଲ ମଣ୍ଡି ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

ମଡେଲ ମଣ୍ଡିରେ ବିଶ୍ରାମଗାର ସହିତ ଟିଫିନ ସେଣ୍ଟର ରହିବ। ଏପରିକି ମଣ୍ଡିରେ ପାନୀୟ ଜଳ, ଶୌଚାଳୟ ଓ ପାର୍କିଂ ସୁବିଧା ରହିବ। ରାଜ୍ୟରେ ମଡେଲ ମଣ୍ଡି ଖୋଲିବା ନେଇ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ ଦିଆଯାଇଥିବା କହିଲେ ସମବାୟ ମନ୍ତ୍ରୀ ପ୍ରକାଶ କରିଛନ୍ତି।

  • Related Posts

    ୧୪ ବିଶ୍ୱବିଦ୍ୟାଳୟରେ ନୂଆ କୁଳପତି

    ଭୁବନେଶ୍ୱର: ପ୍ରାୟ ୬ମାସ ପରେ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ସ୍ଥାୟୀ କୁଳପତି ନିଯୁକ୍ତି ପ୍ରଦାନ କରାଯାଇଛି। ରାଜ୍ୟପାଳ ତଥା କୁଳାଧିପତି ଡଃ ହରିବାବୁ କମ୍ଭମପାଟି ଆଜି ଏକସଙ୍ଗେ ରାଜ୍ୟର ୧୪ଟି ବିଶ୍ୱବିଦ୍ୟାଳୟର କୁଳପତିଙ୍କ ନାମ ଘୋଷଣା କରିଛନ୍ତି। ଲୋକଭବନ ପକ୍ଷରୁ ଜାରି…

    Continue reading
    ୨୧ରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

    ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୧ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ । ରାଷ୍ଟ୍ରପତି ଝାରସୁଗୁଡ଼ା ଓ ରାଇରଙ୍ଗପୁରରେ ଦୁଇଟି କାର୍ଯ୍ୟକ୍ରମରେ ଯୋଗ ଦେବେ ବୋଲି ଜଣାପଡ଼ିଛି । ଓଡ଼ିଶା ପୁଲିସର ପ୍ରସ୍ତାବିତ ରାଇରଙ୍ଗପୁର ପୁଲିସ ଜିଲ୍ଲାକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ