ରାଜ୍ୟରେ ପୁଣି ଖୋଲିବ ଡ୍ୟାନ୍ସବାର

ଭୁବନେଶ୍ବର : ରାଜ୍ୟରେ ପୁଣି ଖୋଲିବ ଡ୍ୟାନ୍ସବାର। ଆଉ ପୁଣି ରଙ୍ଗୀନ ଆସର ଜମିବା ସହ ନାଚିବେ ଯୁବତୀ। ୨୦୨୪-୨୫ ଆର୍ଥିକବର୍ଷର ଅବକାରୀ ନୀତିରେ ଡ୍ୟାନ୍ସବାର ଉପରେ ସରକାର କଟକଣା ଲଗାଇଥିବା ବେଳେ ଆଜି ତାହାକୁ କୋହଳ କରିଛନ୍ତି। ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ମଙ୍ଗଳବାର ‘ଓଡ଼ିଶା ଅବକାରୀ (ସଂଶୋଧନ) ରୁଲସ-୨୦୨୪’ ବିଜ୍ଞପ୍ତି ଜାରି ହୋଇଛି। ଏଥିରେ କିଛି କଡ଼ା ନିୟମ ସହ ପୁଣିଥରେ ଡ୍ୟାନ୍ସବାର ଚାଲିବା ପାଇଁ ଅନୁମତି ଦେବାକୁ ନିଷ୍ପତ୍ତି ନେଇଛନ୍ତି ।

ଏଣିକି ରାଜ୍ୟର ବାରଗୁଡ଼ିକରେ ମହିଳାମାନେ ନୃତ୍ୟଗୀତ ପରିବେଷଣ କରିପାରିବେ। ଅବକାରୀ କମିଶନରଙ୍କ ଲିଖିତ ଅନୁମତି ଆଧାରରେ ଅନୁମତିପ୍ରାପ୍ତ ମଦ ବାରରେ ୨୧ବର୍ଷ ବୟସରୁ ଊର୍ଦ୍ଧ୍ୱ ମହିଳାମାନେ ନାଚ ଗୀତରେ ସାମିଲ ହୋଇପାରିବେ । ଏହି ଡ୍ୟାନ୍ସବାରଗୁଡ଼ିକ ପରିଚାଳନା ପାଇଁ ଅବକାରୀ କମିଶନର ୨୧ଟି ସର୍ତ୍ତ ରଖିଛନ୍ତି ।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ