ରାଜ୍ୟରେ ବୁଲା କୁକୁରଙ୍କ ଗଣତି କରାଯିବ:ମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ବୁଲା କୁକୁରଙ୍କ ଗଣତି କରାଯିବ । ବୁଲା କୁକୁରମାନଙ୍କର ଗଣନା କରିବେ ରାଜ୍ୟ ସରକାର। ଏନେଇ ଆଜି ସୂଚନା ଦେଇଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ବୁଲା କୁକୁରଙ୍କ ଗଣନା, ବନ୍ଧ୍ୟାକରଣ ଏବଂ ଟୀକାକରଣ କରାଯିବ । ଏବେ ରାଜ୍ୟରେ ୭ଲକ୍ଷ ବୁଲା ଓ ୬୪ହଜାର ପୋଷା କୁକୁର ରହିଛନ୍ତି । ବୁଲା କୁକୁରମାନଙ୍କୁ ନିର୍ଦ୍ଧିଷ୍ଟ ସ୍ଥାନରେ ଖାଇବାକୁ ଦେବାକୁ ନିବେଦନ କରିଛନ୍ତି ମନ୍ତ୍ରୀ। ରାସ୍ତା କଡରେ ଖାଇବା ନଦେବାକୁ ଲୋକଙ୍କୁ ସଚେତନା କରାଯିବ । ହିଂସ୍ର ଓ ଜଳାତଙ୍କ ରୋଗରେ ପୀଡିତ କୁକୁରଙ୍କୁ ଆଶ୍ରୟସ୍ଥଳୀରେ ରଖାଯିବ। ଦିଲ୍ଲୀ ଏନସିଆରରେ ବୁଲା କୁକୁରଙ୍କୁ ନେଇ ଗତକାଲି ସୁପ୍ରିମକୋର୍ଟଙ୍କ ରାୟ ପରେ ରାଜ୍ୟ ପ୍ରାଣୀ ସମ୍ପଦ ବିଭାଗ ତତ୍ପରତା ପ୍ରକାଶ ପାଇଛି ।

  • Related Posts

    ଦଡୀଙ୍ଗିଆ ପଞ୍ଚାୟତରେ ଜନଶୁଣାଣୀ କାର୍ଯ୍ୟକ୍ରମ

    ରାଇକିଆ: ରାଇକିଆ ବ୍ଲକର ଦଡୀଙ୍ଗିଆ ପଞ୍ଚାୟତ ସଭା ଗୃହ ରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂ କଂହରଙ୍କ ଅଧ୍ୟକ୍ଷତାର ଜନଶୁଣାଣୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା. ଜନଶୁଣାଣୀରେ ମୋଟ ୧୧ ଟି ଅଭିଯୋଗ ମଧ୍ୟରେ ସାମୁହିକ ୪ଟି ଅଭିଯୋଗ ଏବଂ ୭…

    Continue reading
    ବାଲିଘାଟରୁ ଶ୍ରମିକର ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତ ଗିରଫ

    ଦେବଗଡ଼:ଗତ ଜୁନ ମାସ ୨୧ ତାରିଖ ଦିନ ରାତିରେ ଦେବଗଡ଼ ଜିଲ୍ଲାର ବାରକୋଟ ଥାନାର ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକ ଇନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଉଦ୍ଧାର କରିଥିଲା ପୁଲିସ। ଏନେଇ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ