ରାଜ୍ୟରେ ୧୩ ଲକ୍ଷ ମେଟ୍ରିକ ଟନ ଚାଉଳ ବଳକା ଅଛି

ଭୁବନେଶ୍ୱର: ବୁଧବାର ବିଧାନସଭାରେ ବଳକା ଚାଉଳ ପାଇଁ ଶାସକ-ବିରୋଧୀ ମୁହାଁମୁହିଁ ହୋଇଛନ୍ତି । ଖରିô ପୂର୍ବରୁ ବଳକା ଚାଉଳକୁ ନେଇ ବିଧାନସଭାରେ ଉଦବେଗ ପ୍ରକାଶ ପାଇଛି । ଗୃହରେ ବିରୋଧୀ ଦଳ ଉପମୁଖ୍ୟ ସଚେତକ ପ୍ରତାପ ଦେବ ଏନେଇ ପ୍ରଶ୍ନ କରିଥିବାବେଳେ ଖାଉଟି ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହାର ଉତ୍ତର ରଖିଛନ୍ତି ।
ମନ୍ତ୍ରୀ ଶ୍ରୀ ପାତ୍ର ଉତ୍ତରରେ କହିଛନ୍ତି ଯେ ରାଜ୍ୟରେ ୧୩ ଲକ୍ଷ ମେଟ୍ରିକ ଟନ ଚାଉଳ ବଳକା ଅଛି । ଚାଉଳ ନେବା ପାଇଁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯାଇଛି । ଯଦି ସରକାର ନଉଠାନ୍ତି ତେବେ ନିଲାମ କରିବାକୁ ରାଜ୍ୟ ସରକାରଙ୍କ ଯୋଜନା ରହିଛି । ୧୧ଟି ଜିଲ୍ଲାକୁ ୩ ମାସର ଅଧିକ ଚାଉଳ ଦିଆଯାଇଛି ।ରାଜ୍ୟରେ ୬୩ ଲକ୍ଷ ମେଟ୍ରିକ ଟନ ଚାଉଳ ଉପôାଦନ ହୋଇଥିଲା । ସେଥିରୁ ୫୦ ଲକ୍ଷ ମେଟ୍ରିକ ଟନ ଚାଉଳ ବ୍ୟବହାର ହୋଇଛି । ୮ ବର୍ଷରେ କେନ୍ଦ୍ର ସରକାରଙ୍କ ଉପରେ ୮ ହଜାର ଟଙ୍କା ବାକି ୟେୟ ରହିଛି ।

  • Related Posts

    ଟ୍ୟାଙ୍କର ଭିତରେ ବେଆଇନ ଭାବେ ଗୋରୁ ଚାଲାଣ

    ବାଙ୍ଗିରିପୋଷି :ଅଭିନବ ଉପାୟରେ ଚାଲିଥିଲା ବେଆଇନ ଗୋ-ଚାଲାଣ। ରାସ୍ତାରେ ମାଡି ବସିଲା ପୁଲିସ। ତେଲ ପରିବହନ ବାହାନାରେ ଏକ ବଡ଼ ଟ୍ୟାଙ୍କର ଭିତରେ ବେଆଇନ ଭାବେ ଗୋରୁ ଚାଲାଣ କରୁଥିଲେ ଦୁର୍ବୃତ୍ତ । ଟ୍ୟାଙ୍କର ଗାଡି ଜବତ ସହ ପୁଲିସ ଦ୍ୱାରା…

    Continue reading
    ଆନ୍ଧ୍ରପ୍ରଦେଶରେ ଓଡ଼ିଆ ଦାଦନ ଶ୍ରମିକ ମୃତ

    କଳାହାଣ୍ଡି: ଆନ୍ଧ୍ରପ୍ରଦେଶର ଅନକାପାଳି ଅଞ୍ଚଳରେ ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କର ସନ୍ଦେହଜନକ ପରିସ୍ଥିତିରେ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ଜଣକ ହେଲେ ପ୍ରେମରାଜ ବିଶୋଇ (୪୦ ବର୍ଷ)। ଏହି ଅଘଟଣ ପରେ ମୃତକଙ୍କ ଗାଁରେ ଶୋକର ଛାୟା ଖେଳିଯାଇଥିବାବେଳେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ