ରାଜ୍ୟର ୧୨୯ କ୍ରୀଡ଼ାବିତଙ୍କୁ ଆର୍ଥିକ ପୁରସ୍କାର ଦେଲେ ସରକାର

ଭୁବନେଶ୍ୱର: ଜାତୀୟ ଓ ଆନ୍ତର୍ଜାତୀୟ କ୍ରୀଡ଼ା ପ୍ରତିଯୋଗିତାଗୁଡ଼ିକରେ ନିଜର ଉଲ୍ଲେଖନୀୟ ପ୍ରଦର୍ଶନ ମାଧ୍ୟମରେ ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଥିବା ରାଜ୍ୟର ୧୨୯ଜଣ ସଫଳ କ୍ରୀଡ଼ାବିତଙ୍କୁ ରାଜ୍ୟ ସରକାର  ଆର୍ଥିକ  ପୁରସ୍କାର ପ୍ରଦାନ କରିଛନ୍ତି । ୧୫ଟି କ୍ରୀଡ଼ାବର୍ଗର ଏହି କ୍ରୀଡ଼ାବିତମାନଙ୍କୁ ମୋଟ ୧୭ଲକ୍ଷ ୮୩ହଜାର ୫୦୦ଟଙ୍କାର ପୁରସ୍କାର ରାଶି ଦିଆଯାଇଛି ।

ମିଳିଥିବା ସୂଚନା ଅନୁସାରେ, ଖୋଖୋ କ୍ରୀଡ଼ାବିତଙ୍କୁ ୩.୭୫ଲକ୍ଷ ଟଙ୍କା, କରାଟେ କ୍ରୀଡ଼ାବିତଙ୍କୁ ୩.୫୮ଲକ୍ଷ ଟଙ୍କା, ପେଂଚକ ସିଲେଟ କ୍ରୀଡ଼ାବିତଙ୍କୁ ୨.୬୦ଲକ୍ଷ ଟଙ୍କା ଓ ବୁଶୁ କ୍ରୀଡ଼ାବିତଙ୍କୁ ୧.୯୬ଲକ୍ଷ ଟଙ୍କା, ପାରା-ଆଥଲେଟିକଙ୍କୁ ୧.୧୭ଲକ୍ଷ ଟଙ୍କା, ବେସବଲ୍ ଖେଳାଳୀଙ୍କୁ ୨୪୫୦୦ଟଙ୍କା, ତାଇକ୍ୱାଣ୍ଡୋଙ୍କୁ ୯୮ହଜାର ଟଙ୍କା, ମୂକବଧିର କ୍ରିକେଟ୍ ଖେଳାଳୀଙ୍କୁ ୬୨୫୦୦ଟଙ୍କା, ଚେସ୍ କେଳାଳୀଙ୍କୁ ୫ହଜାର, ସନ୍ତରଣକାରୀଙ୍କୁ ୩୭ହଜାର, ଭାରୋତ୍ତୋଳନ କାରୀଙ୍କୁ ୪୪ହଜାର, ପାରା ସନ୍ତରଣକାରୀଙ୍କୁ ୫୩ହଜାର, ପାରା-ବ୍ୟାଡ଼ମିଂଟନକାରୀଙ୍କୁ ୩୦ହଜାର ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯାଇଛି ।

  • Related Posts

    ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କଲେ ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି

    ନ୍ୟୁୟର୍କ,04।09: ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି ଚଳିତ ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କରି ଇତିହାସ ରଚିଛନ୍ତି। ଏହା ହେଉଛି ବିଶ୍ବମାନ୍ୟତାର ୩୨ତମ ସ୍ଥାନରେ ଥିବା ଭାମ୍ବ୍ରିଙ୍କ କ୍ୟାରିୟର୍‌ର ପ୍ରଥମ ଗ୍ରାଣ୍ଡସ୍ଲାମ୍ କ୍ବାର୍ଟର୍‌ଫାଇନାଲ୍ ପ୍ରବେଶ। ଚତୁର୍ଦଶ ସିଡ୍‌ ଭାମ୍ବ୍ରି…

    Continue reading
    ଆଜିଠାରୁ ପୁରୁଷ ଏସିଆ କପ୍‌ ହକି ସୁପର-୪ ମୁକାବିଲା, ଦକ୍ଷିଣ କୋରିଆ-ଭାରତ ମୁହାଁମୁହିଁ

    ରାଜଗିର,03/09 : ପୁରୁଷ ଏସିଆ କପ୍‌ ହକିର ଲିଗ୍‌ ପର୍ଯ୍ୟାୟ ଶେଷ ହୋଇଛି। ଆଜିଠାରୁ ସୁପର-୪ ମୁକାବିଲା ହେବ। ସୁପର-୪ରେ ଗ୍ରୁପ-ଏ ରୁ ଭାରତ ଓ ଚୀନ ରହିଥିବାବେଳେ ଗ୍ରୁପ-ବିରୁ ଦକ୍ଷିଣ କୋରିଆ ଓ ମାଲେସିଆ ରହିଛନ୍ତି। ଭାରତ ୩ରେ ପ୍ରଥମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଠକେଇ ଅଭିଯୋଗ ପରେ ଶିଳ୍ପା ଶେଟ୍ଟୀଙ୍କ ରେସ୍ତୋରାଁ ବଷ୍ଟିଅନ୍ ବାନ୍ଦ୍ରା ବନ୍ଦ

    ଆସୁଛି ଦଶହରା,୨୦ ସୁଦ୍ଧା ସହରାଞ୍ଚଳ ରାସ୍ତା ମରାମତି

    ଘର ସଫା କରିବ ରୋବଟ୍

    ୟୁଏସ୍ ଓପନ୍ ଗ୍ରାଣ୍ଡସ୍ଲାମ୍‌ର କ୍ବାର୍ଟର୍‌ଫାଇନାଲ୍‌ରେ ପ୍ରବେଶ କଲେ ଭାରତୀୟ ଟେନିସ୍ ତାରକା ୟୁକି ଭାମ୍ବ୍ରି

    ସେମିକନ୍ ଇଣ୍ଡିଆ ୨୦୨୫: ୨୬୫୫ କୋଟି ଟଙ୍କାର ରାଜିନାମା ସ୍ବାକ୍ଷର କଲେ ରାଜ୍ୟ ସରକାର

    ଆଇଏମ୍ଏସ୍ ଆଣ୍ଡ ସମ ହସପିଟାଲ-୨ରେ ୫୦ ସିଟ ବୃଦ୍ଧି କଲା ଏନ୍ଏମ୍ସି ଭୁବନେଶ୍ବର