ରାଜ୍ୟର ୧୨୯ କ୍ରୀଡ଼ାବିତଙ୍କୁ ଆର୍ଥିକ ପୁରସ୍କାର ଦେଲେ ସରକାର

ଭୁବନେଶ୍ୱର: ଜାତୀୟ ଓ ଆନ୍ତର୍ଜାତୀୟ କ୍ରୀଡ଼ା ପ୍ରତିଯୋଗିତାଗୁଡ଼ିକରେ ନିଜର ଉଲ୍ଲେଖନୀୟ ପ୍ରଦର୍ଶନ ମାଧ୍ୟମରେ ଓଡ଼ିଶା ପାଇଁ ଗର୍ବ ଓ ଗୌରବ ଅର୍ଜନ କରିଥିବା ରାଜ୍ୟର ୧୨୯ଜଣ ସଫଳ କ୍ରୀଡ଼ାବିତଙ୍କୁ ରାଜ୍ୟ ସରକାର  ଆର୍ଥିକ  ପୁରସ୍କାର ପ୍ରଦାନ କରିଛନ୍ତି । ୧୫ଟି କ୍ରୀଡ଼ାବର୍ଗର ଏହି କ୍ରୀଡ଼ାବିତମାନଙ୍କୁ ମୋଟ ୧୭ଲକ୍ଷ ୮୩ହଜାର ୫୦୦ଟଙ୍କାର ପୁରସ୍କାର ରାଶି ଦିଆଯାଇଛି ।

ମିଳିଥିବା ସୂଚନା ଅନୁସାରେ, ଖୋଖୋ କ୍ରୀଡ଼ାବିତଙ୍କୁ ୩.୭୫ଲକ୍ଷ ଟଙ୍କା, କରାଟେ କ୍ରୀଡ଼ାବିତଙ୍କୁ ୩.୫୮ଲକ୍ଷ ଟଙ୍କା, ପେଂଚକ ସିଲେଟ କ୍ରୀଡ଼ାବିତଙ୍କୁ ୨.୬୦ଲକ୍ଷ ଟଙ୍କା ଓ ବୁଶୁ କ୍ରୀଡ଼ାବିତଙ୍କୁ ୧.୯୬ଲକ୍ଷ ଟଙ୍କା, ପାରା-ଆଥଲେଟିକଙ୍କୁ ୧.୧୭ଲକ୍ଷ ଟଙ୍କା, ବେସବଲ୍ ଖେଳାଳୀଙ୍କୁ ୨୪୫୦୦ଟଙ୍କା, ତାଇକ୍ୱାଣ୍ଡୋଙ୍କୁ ୯୮ହଜାର ଟଙ୍କା, ମୂକବଧିର କ୍ରିକେଟ୍ ଖେଳାଳୀଙ୍କୁ ୬୨୫୦୦ଟଙ୍କା, ଚେସ୍ କେଳାଳୀଙ୍କୁ ୫ହଜାର, ସନ୍ତରଣକାରୀଙ୍କୁ ୩୭ହଜାର, ଭାରୋତ୍ତୋଳନ କାରୀଙ୍କୁ ୪୪ହଜାର, ପାରା ସନ୍ତରଣକାରୀଙ୍କୁ ୫୩ହଜାର, ପାରା-ବ୍ୟାଡ଼ମିଂଟନକାରୀଙ୍କୁ ୩୦ହଜାର ଟଙ୍କା ପୁରସ୍କାର ରାଶି ପ୍ରଦାନ କରାଯାଇଛି ।

  • Related Posts

    ଏସୀୟ କ୍ରୀଡା ; ହାରିଲା ପାକିସ୍ତାନ; ଟିମ୍ ଇଣ୍ଡିଆ ଜିତିଲା ସ୍ୱର୍ଣ୍ଣ ପଦକ

    ନୂଆଦିଲ୍ଲୀ : ଏସୀୟ କ୍ରୀଡାରେ ଇତିହାସ ରଚିଲା ଭାରତ। କ୍ରିକେଟରେ ସ୍ୱର୍ଣ୍ଣ ପଦକ ଜିତିଲା ଭାରତ। ଫାଇନାଲରେ ପାକିସ୍ତାନକୁ ହରାଇ ସୁନା ଜିତିଲା ଟିମ୍ ଇଣ୍ଡିଆ। ଲଗାତାର ୨ୟ ଥର ପାଇଁ ସ୍ୱର୍ଣ୍ଣ ପଦକ ହାତେଇଲା ଭାରତ। ୧୯ ରନରେ ପାକିସ୍ତାନକୁ…

    Continue reading
    ଲଭଲିନା ରଚିଲେ ଇତିହାସ, ମେରି କମଙ୍କ ପରେ ସ୍ବର୍ଣ୍ଣ ଜିତିଥିବା ଦ୍ବିତୀୟ ଭାରତୀୟ

    ଭାରତୀୟ ବକ୍ସର ଲଭଲିନା ବୋରଗୋହେନ ୨୦୨୬ ଏସୀୟ କ୍ରୀଡ଼ାରେ ଦେଶ ପାଇଁ ସ୍ୱର୍ଣ୍ଣ ପଦକ ଜିତି ଇତିହାସ ରଚିଛନ୍ତି । ମହିଳା ୭୫ କିଲୋଗ୍ରାମ ବର୍ଗର ଫାଇନାଲରେ ଚୀନର ବକ୍ସର ବାଓ ଜିୟିଙ୍କୁ ୫-୦ରେ ପରାସ୍ତ କରିଛନ୍ତି । ପ୍ରଥମ ଦୁଇ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ