ରାଜ୍ୟସଭା ପ୍ରାର୍ଥୀ : ବୈଠକ ଡାକିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର:ରାଜ୍ୟସଭା ନିର୍ବାଚନ ପ୍ରସଙ୍ଗର ଆଲୋଚନା ନେଇ ମୁଖ୍ୟମନ୍ତ୍ରୀ ଡାକିଲେ ଗୁରୁତ୍ଵପୂର୍ଣ୍ଣ ବୈଠକ। ଏହି ବୈଠକ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ​‌ହେବା ନେଇ ସୂଚନା ମିଳିଛି। ଏହି ବୈଠକରେ ବିଧାୟକ ଓ ମନ୍ତ୍ରୀ ରହିବା ନେଇ ଜଣାପଡିଛି। ସୃତ୍ରରୁ ଜଣାପଡିଛି ଯେ ବିଜେପି ଆଜି ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିବାର ସମ୍ଭାବନା ରହିଛି।

  • Related Posts

    ଆଇଜିଆଇଟି ସରାଙ୍ଗକୁ ଏକକ ବିଶ୍ଵବିଦ୍ୟାଳୟ ମାନ୍ୟତା ଦେବାକୁ ପ୍ରସ୍ତାବ ଦେଲେ ଧର୍ମେନ୍ଦ୍ର

    ଭୁବନେଶ୍ୱର: ଢେଙ୍କାନାଳ ଜିଲ୍ଲାର ପ୍ରତିଷ୍ଠିତ ଶିକ୍ଷାନୁଷ୍ଠାନ ‘ଇନ୍ଦିରା ଗାନ୍ଧୀ ଇନଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି’ (ଆଇଜିଆଇଟି), ସରାଙ୍ଗକୁ ଏକ ସ୍ଵତନ୍ତ୍ର ଏକକ ବିଶ୍ଵବିଦ୍ୟାଳୟ ଭାବେ ଅପଗ୍ରେଡ୍ କରିବା ପାଇଁ ପ୍ରସ୍ତାବ ଦେଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏସ ନେଇ ସେ ମୁଖ୍ୟମନ୍ତ୍ରୀ…

    Continue reading
    ବିଶ୍ୱ ବ୍ୟାଙ୍କ ପ୍ରଦତ୍ତ 125 କୋଟି ଟଙ୍କା କୁଆଡେ ଖର୍ଚ୍ଚ ହେଲା : ହରିଚନ୍ଦନ

    ଚିଲିକା ଋଷିକୂଲ୍ୟା ମୁହାଣ ଉନ୍ନୟନର ବର୍ତ୍ତମାନ ସ୍ଥିତି କଣ ଭୁବନେଶ୍ୱର: କୋଷ୍ଟାଲ ହାଇୱେ ଓ ଚିଲିକା ମୁହାଣ ଉନ୍ନୟନ ବିଷୟକୁ ନେଇ କଂଗ୍ରେସ ଭବନଠାରେ ପୂର୍ବତନ ପିସିସି ସଭାପତି ପ୍ରସାଦ ହରିଚନ୍ଦନ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ l ଗଣମାଧ୍ୟମକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ