ରାଜ୍ୟସଭା ସାଂସଦଙ୍କ ୨୯’ ଅଙ୍କ : ମନମୋହନ ସାମଲ

ଓଡ଼ିଶାର ରାଜ୍ୟସଭା ସାଂସଦମାନେ ଏବେ ୨୦୨୯ ନିର୍ବାଚନ ପାଇଁ ଅଙ୍କକଷା ଆରମ୍ଭ କରିଦେଇଛନ୍ତି । କିଏ ଲୋକସଭା ନିର୍ବାଚନ ଲଢ଼ିବାକୁ ଯୋଜନା କରୁଛନ୍ତି ତ ଆଉ କିଏ ବିଧାନସଭା ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁୂତି ଆରମ୍ଭ କରିଦେଇଛନ୍ତି ।

ମନମୋହନ ସାମଲ
ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ରାଜ୍ୟସଭା କାର୍ଯ୍ୟକାଳ ୨୦୩୨ ପର୍ଯ୍ୟନ୍ତ ରହିଛି । ହେଲେ ତାଙ୍କ ମନ କିନ୍ତୁ ଚାନ୍ଦବାଲିରେ । ୨୦୨୪ରେ ସେ ଯଦି ଚାନ୍ଦବାଲିରୁ ବିଧାୟକ ଭାବେ ନିର୍ବାଚିତ ହୋଇଥା’ନ୍ତା, ଆଜିକା ଦିନରେ ସେ ମୁଖ୍ୟମନ୍ତ୍ରୀ ଅବା ଉପମୁଖ୍ୟମନ୍ତ୍ରୀ ହେବାର ବି ସମ୍ଭାବନା ରହିଥିଲା । ଚାନ୍ଦବାଲିରୁ ଯୁବନେତା ବ୍ୟୋମକେଶ ରାୟଙ୍କ ଠାରୁ ସେ ବାରମ୍ବାର ପରାସ୍ତ ହୋଇଥିବାରୁ ୨୦୨୯ରେ ନିଶ୍ଚିତ ବିଜୟ ହାସଲ କରିବାକୁ ରଣନୀତି କରିଛନ୍ତି । ଅବଶ୍ୟ ସେ ଚାନ୍ଦବାଲି ରାଜନୀତି ଉପରେ ଏବେ ବେଶୀ ଧ୍ୟାନ ଦେଉନାହାନ୍ତି । କିନ୍ତୁ ପଞ୍ଚାୟତ ନିର୍ବାଚନ ସମୟରୁ ସେ ବେଶୀ ଧ୍ୟାନ ଦେବେବୋଲି ଜାଣିବାକୁ ମିଳିଛି ।

  • Related Posts

    ଡବଲ ଇଞ୍ଜିନ ସରକାର ଓଡ଼ିଶାର ଛବିକୁ ପୁରା ମଳିନ କରି ସାରିଲେଣି: ନବୀନ

    ଭୁବନେଶ୍ୱର : ଭୁବନେଶ୍ୱର ଉତ୍ତର ନିର୍ବାଚନ ମଣ୍ଡଳୀରେ ବିଜୁ ଜନତା ଦଳର ଜନ ସମ୍ପର୍କ ପଦଯାତ୍ରା । ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜେଡି ସଭାପତି ନବୀନ ପଟ୍ଟନାୟକ ଦଳୀୟ ସରକାରଙ୍କ ଉପରେ ଜୋରଦାର୍…

    Continue reading
    ଭଦ୍ରକର ୨ କଲେଜରେ ନିର୍ବାଚନ ବାତିଲ

    ଭଦ୍ରକ: ସମ୍ବେଦନଶୀଳ ପରିସ୍ଥିତି ଓ ନିର୍ବାଚନୀ ହିଂସା ଆଶଙ୍କାକୁ ଦୃଷ୍ଟିରେ ରଖି ଜିଲ୍ଲାର ଦୁଇଟି ମହାବିଦ୍ୟାଳୟରେ ନିର୍ବାଚନ ବାତିଲ କରାଯାଇଛି। ଭଦ୍ରକ ମହିଳା ମହାବିଦ୍ୟାଳୟ ଏବଂ ଭଣ୍ଡାରିପୋଖରୀ ବ୍ଲକ୍ ଅନ୍ତର୍ଗତ ନାଆମୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବନ୍ଦ ନେଇ ନୋଟିସ୍…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ