ରାଜ୍ୟସ୍ତରୀୟ କବାଡି ପ୍ରତିଯୋଗିତା ପାଇଁ ଖେଳାଳୀ ଚୟନ ଶିବିର

ଦେବଗଡ଼:ଆସନ୍ତା ଅଗଷ୍ଟ ୧୩ ରୁ ୧୬ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ଵରରେ ୫୨ତମ ଜୁନିୟର ରାଜ୍ୟସ୍ତରୀୟ କବାଡି(କୋଡିଏ ବର୍ଷ ରୁ କମ ବାଳକ ଓ ବାଳିକା ବର୍ଗ)ପ୍ରତିଯୋଗିତା ଅନୁଷ୍ଠିତ ହେବ।ଏହି ପ୍ରତିଯୋଗିତାରେ ଭାଗ ନେବା ପାଇଁ ଆଜି ଜିଲ୍ଲା କ୍ରୀଡା ସଂସଦ ପକ୍ଷରୁ ଜିଲ୍ଲାସ୍ତରୀୟ ଖେଳାଳି ଚୟନ ଶିବିର ଅନୁଷ୍ଠିତ ହୋଇଯାଇଛି।କବାଡି ସମ୍ପାଦକ ସୁବାସ ଭୋଇଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ ପ୍ରତିଯୋଗିତାରେ ୩ଟି ବ୍ଲକ ତଥା ବିଭିନ୍ନ ଅନୁବନ୍ଧିତ କ୍ଲବରୁ ୩୭ ଜଣ ଖେଳାଳି ଉଭୟ ବାଳକ ଓ ବାଳିକା ଭାଗ ନେଇଥିଲେ।ଏଥିରେ ଯୋଗ୍ୟ ବିବେଚିତ ଖେଳାଳିମାନେ ରାଜ୍ୟସ୍ତରୀୟ କବାଡି ପ୍ରତିଯୋଗିତାରେ ଦେବଗଡ ଜିଲ୍ଲାକୁ ପ୍ରତିନିଧିତ୍ଵ କରିବେ।ଶିବିରରେ ବାତ୍ସଲ୍ୟ ବିଶ୍ୱାଳ,ପ୍ରଫୁଲ୍ଲ ନାୟକ,ସୁଶୀଲ ନାଏକ ବିଚାରକ ଥିଲେ। ଏଥିରେ ସମ୍ପାଦକ କିଶୋର ରାଏ ,କୋଷାଧକ୍ଷ ପ୍ରଭାତ ପ୍ରଧାନ ,ଆଲୋକ ଅମାନ୍ତ, ପ୍ରଦୀପ ଛତ୍ରିଆ, ଉର୍ବସୀ ମୁଣ୍ଡା,ସୂର୍ଯ୍ୟକାନ୍ତ ଭାଟି ସହଯୋଗ କରିଥିଲେ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ