ରାଜ୍ୟ ପ୍ରଦେଶ କଂଗ୍ରେସ ଓବିସି ସେଲର ଅଧ୍ୟକ୍ଷଙ୍କ ଦେବଗଡ ଗସ୍ତ

ଦେବଗଡ଼:ରାଜ୍ୟ ପ୍ରଦେଶ କଂଗ୍ରେସ ଓବିସି ସେଲର ଅଧ୍ୟକ୍ଷ ସରୋଜ ପ୍ରଧାନ ଦେବଗଡ ଗସ୍ତରେ ଆସି କଂଗ୍ରେସ ସାଙ୍ଗଠନିକ ବୈଠକରେ ଯୋଗ ଦେଇ କର୍ମୀ ମାନଙ୍କ ସୁବିଧା ଓ ଅସୁବିଧା ସମ୍ପର୍କରେ ଆଲୋଚନା କରିଥିଲେ ।
ଏହାସହିତ ଦଳକୁ ଅଧିକ ମଜବୁତ କରିବା ପାଇଁ କର୍ମୀମାନଙ୍କୁ ଆହ୍ବାନ ଦେଇଥିଲେ । ଜ଼ିଲ୍ଲା କଂଗ୍ରେସ ସଭାପତି ସେମ ହେମ୍ରମଙ୍କ ନେତୃତ୍ୱରେ ଅନୁଷ୍ଠିତ ବୈଠକରେ ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଆକାଶ ଦାଶ, ମହିଳା କଂଗ୍ରେସ ସଭାନେତ୍ରୀ ଲିତା ଆଚାର୍ଯ୍ୟ,ଜିଲ୍ଲା କଂଗ୍ରେସ ସଂପାଦକ ଗୋଲଖ ନାଏକ, ସୁଶୀଲ ମାଝି,ଆଦିବାସୀ କଂଗ୍ରେସ ସଭାପତି ସୁଶୀଲ ଗୁଡ଼ିଆ,ଏସସି ସେଲ୍ ସଭାପତି ରମେଶ ଚନ୍ଦ୍ର ପାତ୍ର,ସନ୍ତୋଷ ଉଦାବର, ରମାକାନ୍ତ ନାଏକ, ମୁରଲୀ ନାୟକ, ରାଜେଶ ବାର୍ଲା, ଦୁଃଖବନ୍ଧୁ ମୁଣ୍ଡାଙ୍କ ବହୁ କଂଗ୍ରେସ କର୍ମୀ ଉପସ୍ଥିତ ଥିଲେ।

  • Related Posts

    ଶୋଇଥିବା ବେଳେ ହାତୀ ଆକ୍ରମଣ, ୪ ଗୁରୁତର

    ବଲାଙ୍ଗୀର :ରାତିରେ ଶୋଇଥିବା ବେଳେ ହାତୀ ଆକ୍ରମଣ। ଗୋଟିଏ ପରିବାରର ୪ ଗୁରୁତର। ବଲାଙ୍ଗୀର ଜିଲ୍ଲା ମୁରିବାହଲ ଥାନା ସରଗୁଲ ଗାଁରେ ହାତୀ ଆତଙ୍କ। ରାତିରେ ଶୋଇଥିବା ବେଳେ ଗାଁରେ ପଶିଥିଲେ ୧୫ ଟିକିଆ ହାତୀ ପଲ। ଆକ୍ରମଣରେ ଗାଁର ଲିଙ୍ଗରାଜ…

    Continue reading
    ସ୍କୁଲ ପ୍ରବେଶ ଫାଟକ ଭୁଶୁଡ଼ି ଦୁଇ ଛାତ୍ର ଆହତ

    ନନ୍ଦପୁର: କୋରାପୁଟ ଜିଲା ନନ୍ଦପୁର ବ୍ଲକ କସନ୍ଦି ପଞ୍ଚାୟତର କାଲାଡ଼ି ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରବେଶ ଫାଟକ ଉପୁଡ଼ି ଗୁରୁବାର ଦୁଇ ଛାତ୍ର ଆହତ ହୋଇଛନ୍ତି। ଦୁଇ ଛାତ୍ର ସତ୍ୟ ଖିଲ (୭) ଓ କାମେଶ ଖିଲ (୮)ଙ୍କୁ ନନ୍ଦପୁର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ