ରାଞ୍ଚି ଗସ୍ତରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଗୁରୁବାର ରାଞ୍ଚିରେ ଅନୁଷ୍ଠିତ ହେବାକୁ ଥିବା ୨୭ତମ ଇଷ୍ଟର୍ଣ୍ଣ ଜୋନାଲ୍‌ କାଉନସିଲ୍‌ ବୈଠକରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାଡ଼ଖଣ୍ଡ ଗସ୍ତ କରିଛନ୍ତି। ଆଜି ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଏହି ପୂର୍ବାଞ୍ଚଳ ରାଜ୍ୟଗୁଡ଼ିକର ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କୁ ନେଇ ବୈଠକ ବସିବ। ଏଥିରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ମୁଖ୍ୟ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ପ୍ରମୁଖ ଯୋଗଦେବେ ବୋଲି ଜଣାପଡିଛି।

  • Related Posts

    ନିଯୁକ୍ତି ମେଳା : ୧୩୨୬ ଜଣଙ୍କୁ ନିଯୁକ୍ତି ପତ୍ର ଦେଲେ ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: ରାଜ୍ୟର ଯୁବପିଢ଼ିଙ୍କୁ ରୋଜଗାର ସୁଯୋଗ ପ୍ରଦାନ ଓ ସରକାରୀ ସେବାରେ ନିଯୁକ୍ତିକୁ ଗୁରୁତ୍ୱ ଦେଇ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ନିଯୁକ୍ତି ମେଳା ଆୟୋଜିତ ହୋଇଛି। ଏହି ଅବସରରେ ୧୩୨୬ ଜଣ ନବନିଯୁକ୍ତ ପ୍ରାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ନିଯୁକ୍ତି ପତ୍ର ପ୍ରଦାନ କରିଛନ୍ତି।ରାଜ୍ୟ ସରକାରଙ୍କ…

    Continue reading
    ଧାନ ବିକ୍ରି ପଞ୍ଜୀକରଣ: ଆସୁଛି ସ୍ୱତନ୍ତ୍ର ଆପ୍

    ଭୁବନେଶ୍ୱର: ଧାନ କିଣା ପଞ୍ଜୀକରଣକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା । ଧାନ ବିକ୍ରି ପଞ୍ଜୀକରଣକୁ ଅଧିକ ସହଜ ଓ ସରଳ କରିବା ପାଇଁ ଆସୁଛି ସ୍ୱତନ୍ତ୍ର ଆପ୍ । ମାଲିକ ନ ଆସିଲେ ବି ଭାଗଚାଷୀ କରିପାରିବେ ପଞ୍ଜୀକରଣ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ