ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ଆଜି ତୃତୀୟ ଦିନ

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତର ଆଜି ତୃତୀୟ ଦିନ। ଆଜି ରାଜଧାନୀ ଭୁବନେଶ୍ୱରରେ ରାଷ୍ଟ୍ରପତିଙ୍କର ଅନେକ କାର୍ୟ୍ୟକ୍ରମ ରହିଛି। ଓୟୁଏଟିର ସମାବର୍ତ୍ତନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ଏଥିସହ ନୂତନ ଜୁଡିସିଆଲ୍ କୋର୍ଟ କଂପ୍ଲେକ୍ସର ଉଦଘାଟନୀ ଉତ୍ସବରେ ମଧ୍ୟ ମୁଖ୍ୟ ଅତିଥି ଭାବେ ସାମିଲ ହେବେ। ପରେ ରାଜଭବନ ଫେରି ଡିନର କରିବା ସହ ରାତ୍ରିଯାପନ କରିବା କାର୍ୟ୍ୟକ୍ରମ ରହିଛି।ଗତକାଲି ପୁରୀ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିସହ ନେଭି ଡେ ସେଲିବ୍ରେସନ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ରାଷ୍ଟ୍ରପତି। ଆଜି ରାଷ୍ଟ୍ରପତି ସକାଳ ୯ଟା ୩୫ରେ ପୁରୀ ରାଜଭବନରୁ ବାହାରି ତାଳବଣିଆ ହେଲିପ୍ୟାଡରୁ ଭୁବନେଶ୍ୱର ଅଭିମୁଖେ ୧୦ଟା ୫ରେ ବାହାରିବେ। ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ଓୟୁଏଟି କ୍ୟାଂପସକୁ ଯିବେ ରାଷ୍ଟ୍ରପତି। ଓୟୁଏଟି କାର୍ୟ୍ୟକ୍ରମ ପରେ ରାଜଭବନ ଆସି ମଧ୍ୟାହ୍ନ ଭୋଜନ କରିବେ। ପରେ ଅପରାହ୍ଣରେ ଭୁବନେଶ୍ୱରରେ ଜୁଡିସିଆଲ୍ କୋର୍ଟ କଂପ୍ଲେକ୍ସ ଉଦଘାଟନୀ କାର୍ୟ୍ୟକ୍ରମରେ ସାମିଲ ହେବେ ରାଷ୍ଟ୍ରପତି।

  • Related Posts

    ଭିଜିଲାନ୍ସ ହାତରେ ଧରାପଡିଲେ ଡାଟା ଏଣ୍ଟ୍ରି ଅପରେଟର

    ନୟାଗଡ଼: ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗୃହର ବିଲ୍ ପାସ୍ କରିବା ପାଇଁ ଜଣେ ହିତାଧିକାରୀଙ୍କ ଠାରୁ ୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି ପଞ୍ଚାୟତ ଡାଟାଏଣ୍ଟ୍ରି ଅପରେଟର। ଡାଟା ଏଣ୍ଟ୍ରି ଅପରେଟର ଜଣକ ହେଲେ ରଣପୁର…

    Continue reading
    ରାକ୍ଷୀ ପୂର୍ଣ୍ଣିମାରେ ମିଳିବ ଟଙ୍କା

    ଭୁବନେଶ୍ବର : ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। ଆସନ୍ତା ରାକ୍ଷୀ ପୂର୍ଣ୍ଣିମା ଅବସରରେ ସୁଭଦ୍ରା ଯୋଜନାର ପରବର୍ତ୍ତୀ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏଥିସହ ୨୫ ଜୁଲାଇ ସୁଦ୍ଧା ଯେଉଁ ଆବେଦନଗୁଡ଼ିକର ନାମ ଜିଲ୍ଲା ସ୍ତରରୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ