ରାସନ୍‌ କାର୍ଡ ଫେରାଇଲେଣି ୨୩୧୩୮ ଅଯୋଗ୍ୟ ହିତାଧିକାରୀ

ଭୁବନେଶ୍ୱର: ରାସନ୍‌ କାର୍ଡ ଫେରାଇଲେଣି ୨୩୧୩୮ ଅଯୋଗ୍ୟ ହିତାଧିକାରୀ । ତେବେ ରାସନ କାର୍ଡ ଫେରାଇଥିବା ପରିବାରର ସଦସ୍ୟ ସଂଖ୍ୟା ୮୭୮୪୪ । ସେହିପରି ରାଜ୍ୟରେ ୪ ଲକ୍ଷ ୮ ହଜାର ୧୦୭ ଭୂତ କାର୍ଡକୁ ବାଦ୍‌ ଦିଆଯାଇଛି । ମୃତ୍ୟୁ ପରେ ବି ଏହି ଲୋକମାନଙ୍କ ନାମରେ ରାସନ୍‌ ସାମଗ୍ରୀ ନିଆଯାଉଥିଲା । ଯାହାକୁ ଏବେ ଚିହ୍ନଟ କରାଯାଇଛି । ତେବେ ଖାଦ୍ୟ ସୁରକ୍ଷା ଯୋଜନାରେ ୯୭ ଲକ୍ଷ ୫୫ ହଜାର ୪୪୨ କାର୍ଡରେ ୩ କୋଟି ୩୦ ଲକ୍ଷ ୨୮ ହଜାର ୮୮୦ ହିତାଧିକାରୀ ରହିଥିବା କଂଗ୍ରେସ ବିଧାୟିକା ସୋଫିଆ ଫିରଦୋସଙ୍କ ପ୍ରଶ୍ନରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ସୂଚନା ଦେଇଛନ୍ତି।

  • Related Posts

    ଜ୍ଞାନେଶ କୁମାରଙ୍କୁ ନେଇ ପୁରୁଣା ମାମଲା ପୁଣି ଚର୍ଚ୍ଚାରେ, ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ

    ନୂଆଦିଲ୍ଲୀ: CEC ଜ୍ଞାନେଶ କୁମାରଙ୍କୁ ନେଇ ୨୦୦୬ ମାମଲାରେ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞନେଶ କୁମାରଙ୍କୁ ନେଇ ପ୍ରାୟ ୨୦ ବର୍ଷ ପୁରୁଣା ଏକ ମାମଲା ପୁଣି ଚର୍ଚ୍ଚାକୁ ଆସିଛି । ୨୦୦୬ର ଏହି ମାମଲାରେ…

    Continue reading
    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ