ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ବନ୍ୟା ପରିସ୍ଥିତିର ପରିଚାଳନା ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ଦେଇଛନ୍ତି । ଆକାଶ ମାର୍ଗରୁ ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିବା ପରେ ମୁଖ୍ୟମନ୍ତ୍ରୀ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ କରିବା ପାଇଁ ମନ୍ତ୍ରୀମାନଙ୍କୁ ଦାୟିତ୍ୱ ପ୍ରଦାନ କରିଛନ୍ତି ।

ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଅନୁଯାୟୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ କେନ୍ଦ୍ରାପଡ଼ା ଓ ଜଗତସିଂହପୁର, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁର, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ପୁରୀ ଜିଲ୍ଲା ଏବଂ ପଞ୍ଚାୟତିରାଜ ଓ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ରବିନାରାୟଣ ନାଏକଙ୍କୁ ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାରେ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟର ତଦାରଖ ପାଇଁ ଦାୟିତ୍ୱ ଦିଆଯାଇଛି । ଏହାସହିତ ଅନ୍ୟମନ୍ତ୍ରୀମାନେ ପ୍ରଭାରୀ ମନ୍ତ୍ରୀ ଭାବେ ନିଜ ନିଜ ଜିଲ୍ଲା ଗସ୍ତ କରି ସେଠାରେ ରିଲିଫ୍ ଓ ପୁନରୁଦ୍ଧାର କାର୍ଯ୍ୟ ତଦାରଖ କରିବେ ।

  • Related Posts

    ଡକାୟତି ଉଦ୍ୟମ ବିଫଳ ; ଘର ମାଲିକଙ୍କୁ ଗୁଳି କରି ଫେରାର

    ପାଟଣା : ଘଟଗାଁ ଥାନା ଅନ୍ତର୍ଗତ ଢେଙ୍କିକୋଟ ପୁଲିସ ବିଟ ଅଞ୍ଚଳ ତୋରାଣି ପୋଖରୀ ପଞ୍ଚାୟତ ଖୁଦୁପୁଟୁଳି ଗ୍ରାମର ଯତିନ୍ଦ୍ର ମହାନ୍ତ (୫୧)ଙ୍କ ଘରେ ପଶି ତାଙ୍କ ପେଟକୁ ଗୁଳି କରି ୪ ଜଣ ଡକାୟତ ଫେରାର ହୋଇଯାଇଛନ୍ତି। ଗତରାତି ସାଢ଼େ…

    Continue reading
    ଆଜିଠାରୁ ବୃଦ୍ଧି ପାଇବ ବଜ୍ରପାତ ଓ ବର୍ଷାର ମାତ୍ରା

    ଭୁବନେଶ୍ବର: ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦୁର୍ବଳ ହେଉଛି । ପ୍ରଭାବରେ ଓଡ଼ିଶାର ଅନେକ ସ୍ଥାନରେ ବିଜୁଳି ଘଡଘଡି ସହିତ ବର୍ଷା ଲାଗି ରହିଛି । ଆଜିଠାରୁ ଧୀରେ ଧୀରେ ବଜ୍ରପାତ ଓ ବର୍ଷାର ମାତ୍ରା ବୃଦ୍ଧି ପାଇବ ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ