ରିସେପ୍ସନ ଭୋଜି ଦେଲେ ପିନାକୀ-ମହୁଆ

ନୂଆଦିଲ୍ଲୀ: ନିଜ ବାହାଘରକୁ ନେଇ ଚର୍ଚ୍ଚାରେ ଥିବା ଯୋଡି ପିନାକୀ ମିଶ୍ର ଓ ମହୁଆ ମଇତ୍ର ଗତକାଲି ରାତିରେ ଦିଲ୍ଲୀର ଏକ ତାରକା ହୋଟେଲରେ ତାଙ୍କ ରିସେପ୍ସନ ଭୋଜି ଦେଇଛନ୍ତି । ଏହି ଭୋଜିରେ ଦଳମତ ନିର୍ବିଶେଷରେ ଅନେକ ନେତା/ନେତ୍ରୀ ଯୋଗ ଦେଇଥିଲେ ଜ୍ଝ ବିଶେଷ କରି କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗବନ୍ତ ମାନ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେଭନ୍ତ ରେଡ୍ଡୀ, ସମାଜବାଦୀ ପାର୍ଟି ସୁପ୍ରିମୋ ଅଖିଳେଶ ଯାଦବ, ତାଙ୍କ ପତ୍ନୀ ଡିମ୍ପଲ ଯାଦବ ପ୍ରମୁଖ ଯୋଗ ଦେଇଥିଲେ ।
ସେହିପରି ମହୁଆଙ୍କ ସହକର୍ମୀ ଭାବେ ସାଂସଦ ତଥା ଅଭିନେତ୍ରୀ ରଚନା ବାନାର୍ଜୀ, ବିଜେଡିର ସୁଲତା ଦେଓ, ସୁପ୍ରିୟା ସୁଲେ, କେନ୍ଦ୍ର ମନ୍ତ୍ରୀ ଅନୁପ୍ରିୟା ପଟେଲ ପ୍ରମୁଖ ଯୋଗ ଦେଇଥିଲେ । ୬୫ ବର୍ଷୀୟ ପିନାକୀ ମିଶ୍ରଙ୍କ ଏହା ଦ୍ବିତୀୟ ବିବାହ ଥିଲା । ପୂର୍ବରୁ ସେ ସଙ୍ଗୀତା ମିଶ୍ରଙ୍କୁ ବିବାହ କରିଥିଲେ। ତାଙ୍କର ଜଣେ ପୁଅ ଓ ଝିଅ ଅଛନ୍ତି। ପିନାକୀ ତାଙ୍କର ପ୍ରଥମ ପତ୍ନୀଙ୍କୁ ଛାଡ଼ପତ୍ର ଦେଇଥିଲେ ।

  • Related Posts

    ନିଟ୍‌-ୟୁଜି ଓଏମ୍‌ଆର ସିଟ୍‌ରେ ତ୍ରୁଟି ; ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହେଲେ ୬ ପରୀକ୍ଷାର୍ଥୀ

    ନୂଆଦିଲ୍ଲୀ : ନିଟ୍‌-ୟୁଜି ୨୦୨୬ ପରୀକ୍ଷାର ଓଏମ୍‌ଆର୍ ସିଟ୍‌ରେ ବ୍ୟାପକ ତ୍ରୁଟି ଥିବା ଅଭିଯୋଗ କରି ୬ ଜଣ ପରୀକ୍ଷାର୍ଥୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆସନ୍ତା କାଉନସେଲିଂ ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ଏହି ମାମଲାର ଜରୁରୀ ଶୁଣାଣି ପାଇଁ ଆବେଦନକାରୀମାନେ…

    Continue reading
    ମନ୍ତ୍ରୀ ପଦ ନ ମିଳିବାରୁ ୨ ବିଧାୟକଙ୍କ ଇସ୍ତଫା

    ବେଙ୍ଗାଲୁରୁ : କର୍ଣ୍ଣାଟକ କଂଗ୍ରେସ କଳି ଥମିବାର ନା ଧରୁନି। ଡିକେ ଶିବକୁମାର ନୂଆ ମୁଖ୍ୟମନ୍ତ୍ରୀ ହେବା ପରେ ବି ସମସ୍ୟା ସମାଧାନ ହେଉନାହିଁ। କ୍ୟାବିନେଟରେ ସ୍ଥାନ ନ ପାଇବା ପରେ କଂଗ୍ରେସର ଦୁଇ ବିଧାୟକ ବିଧାନସଭା ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ