ରୁପା ମିଶ୍ରଙ୍କୁ ପଞ୍ଚାୟତିରାଜ ବିଭାଗ ଦାୟିତ୍ବ

ଆଇଏଏସ ସ୍ତରରେ ଅଦଳବଦଳ। ୪ ଅଧିକାରୀଙ୍କୁ ନୂଆ ଦାୟିତ୍ବ ଦେଇଛନ୍ତି ରାଜ୍ୟ ସରକାର। କେନ୍ଦ୍ରୀୟ ଡେପୁଟେସନରୁ ଫେରିବା ପରେ ରୁପା ମିଶ୍ରଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସଚିବ ଭାବରେ ମିଳିଛି ନିଯୁକ୍ତି। ସ୍ବାସ୍ଥ୍ୟ ସଚିବ ଅଶ୍ବଥୀ ଏସଙ୍କର ମଧ୍ୟ ବଦଳି ହୋଇଛି । ତାଙ୍କ ସ୍ଥାନରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସଚିବ ଥିବା ଗିରିଶ ଏସଏନ ହୋଇଛନ୍ତି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସଚିବ।

ଅଶ୍ୱଥୀ ଏସଙ୍କୁ ଅର୍ଥ ବିଭାଗର ସ୍ୱତନ୍ତ୍ର ଶାସନ ସଚିବ ଭାବେ ନିଯୁକ୍ତି ମିଳିଛି। ଏଥିସହ ସେ ସିଟି ଓଡିଶା ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବରେ ଅତିରିକ୍ତ ଦାୟିତ୍ବ ତୁଲାଇବେ। ଏଫଡିସି ଅଧ୍ୟକ୍ଷ ପଦରୁ ବିଷ୍ଣୁପଦ ସେଠୀଙ୍କୁ ହଟାଇଛନ୍ତି ସରକାର। ତାଙ୍କପ ସାଧାରଣ ପ୍ରଶାସନ ବିଭାଗରେ ଓଏସଡି ଭାବେ ବଦଳି କରାଯାଇଛି।

  • Related Posts

    ଭିଜିଲାନ୍ସ ଜାଲରେ ସବ୍-ରେଜିଷ୍ଟ୍ରାର

    ବାଲେଶ୍ୱର: ଆଜି ବାଲେଶ୍ୱର ଜିଲ୍ଲା ବାଲିଆପାଳ ସବ୍-ରଜିଷ୍ଟ୍ରାର (ଓ.ଆର୍.ଏସ୍) ମିସ୍ ମନିଷା ମିଶ୍ରଙ୍କୁ ଜଣେ କ୍ରେତାଙ୍କଠାରୁ ୭,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଓଡ଼ିଶା ଭିଜିଲାନ୍ସ ଟିମ୍ ହାତେରଙ୍ଗା ଧରିଛି। ମିଳିଥିବା ସୂଚନା ଅନୁଯାୟୀ, ଜଣେ କ୍ରେତା ‘ବାଜ୍ୟାପ୍ତି ସ୍ଥିତିବାନ୍’ କିସମର…

    Continue reading
    ରାଜ୍ୟ ସଡ଼କ ନୀତି-୨୦୨୫ରେ ସଂଶୋଧନ କଲେ ସରକାର

    ଭୁବନେଶ୍ଵର : ସଡ଼କ ଆଉ ସେତୁ ପ୍ରକଳ୍ପରେ ଆଉ ହେବନି ବିଳମ୍ବ । ଓଡ଼ିଶା ରାଜ୍ୟ ସଡ଼କ ନୀତି-୨୦୨୫ରେ ସଂଶୋଧନ କଲେ ସରକାର । ସଡ଼କ ଭିତ୍ତିଭୂମି ପ୍ରକଳ୍ପ କାର୍ଯ୍ୟାନ୍ଵୟନକୁ ତ୍ଵରାନ୍ଵିତ କରିବା ଲକ୍ଷ୍ୟ । ଏଣିକି କୌଣସି ସଡ଼କ ପ୍ରକଳ୍ପର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି