ରୂପା ରୋଶନ ସାହୁ ହେଲେ ରାଜ୍ୟପାଳଙ୍କ ସଚିବ

ଭୁବନେଶ୍ୱର: ଭାରତୀୟ ପ୍ରଶାସନିକ ସେବାର ବରିଷ୍ଠ ଅଧିକାରୀ ରୂପା ରୋଶନ ସାହୁ ରାଜ୍ୟପାଳଙ୍କ କମିଶନର-ତଥା-ଶାସନ ସଚିବ ଭାବେ ଆଜି କାର୍ଯ୍ୟରେ ଯୋଗଦାନ କରିଛନ୍ତି । ଏହା ପୂର୍ବରୁ ସେ ଦକ୍ଷିଣାଂଚଳ ରାଜସ୍ୱ କମିଶନର ଭାବେ ଅବସ୍ଥିତ ଥିଲେ । ୨୦୦୬ ମସିହା ଆଇ.ଏ.ଏସ୍. କ୍ୟାଡର ଅଧିକାରୀ ଶ୍ରୀମତୀ ସାହୁ ପ୍ରଶାସନିକ ସେବା ଜୀବନର ଆରମ୍ଭରୁ ବିଭିନ୍ନ ପଦପଦବୀରେ ଅବସ୍ଥିତ ହୋଇ ଦକ୍ଷତାର ସହ ଦାୟିତ୍ୱ ନିର୍ବାହ କରିଛନ୍ତି ।

  • Related Posts

    ଗୋଟିଏ ବନ୍ୟାର ଦୁର୍ଦ୍ଦଶା ସରିନଥିବା ବେଳେ ପୁଣି ଏକ ବନ୍ୟା

    ଭୁବନେଶ୍ବର: ଗୋଟିଏ ବନ୍ୟାର ଦୁର୍ଦ୍ଦଶା ସରିନଥିବା ବେଳେ ପୁଣି ଏକ ବନ୍ୟା । ପୁଣି ଘରେ ପଶିଛି ବନ୍ୟା ପାଣି। ଏଭଳି ଦୁର୍ଦ୍ଦଶା ଭୋଗୁଛନ୍ତି ଯାଜପୁରର ତଳିଆ ଅଞ୍ଚଳ ଲୋକେ । ବୈତରଣୀ ନଦୀରେ ତୃତୀୟ ଥର ବନ୍ୟା ଆସିଛି ।…

    Continue reading
    ସ୍ତ୍ରୀକୁ ମାରି ପୋଖରୀକୁ ଫିଙ୍ଗିଦେଲା ସ୍ୱାମୀ !

    ନୟାଗଡ଼: ନୟାଗଡ଼ ଜିଲ୍ଲା ଓଡଗାଁ ଥାନା ଅନ୍ତର୍ଗତ ବେଲଦ୍ୱାର ଗାଁରେ ଯୌତୁକ ଜନିତ କଳହକୁ କେନ୍ଦ୍ର କରି ଜଣେ ନୃଶଂସ ସ୍ୱାମୀ ନିଜ ସ୍ତ୍ରୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ପରେ ହାତ ବାନ୍ଧି ପୋଖରୀକୁ ଫିଙ୍ଗିଦେଇଥିବା ଅଭିଯୋଗ ହୋଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ