ରେଳ ଧାରଣା ଉପରେ ପଥର: ଟଳିଗଲା ବଡ଼ ଅଘଟଣ

ରାୟଗଡା: ରେଳ ଧାରଣା ଉପରେ ପଥର। ଅଳ୍ପକେ ଟଳିଗଲା ବଡ଼ ଅଘଟଣ। ରାୟଗଡ଼ା ସହର ନିକଟସ୍ଥ ମଝିଘରିଆଣି ମନ୍ଦିର ପାଖରେ ଟ୍ରାକ୍ ଉପରେ ପଥର ପଡ଼ିଥିବାରୁ ଟ୍ରେନ୍ ଚଳାଚଳ ବାଧାପ୍ରାପ୍ତ ହେବାସହ ଏକ ବଡ଼ ଅଘଟଣରୁ ବର୍ତ୍ତିଯାଇଛି ଲିଙ୍କ କୋରବା ଏକ୍ସପ୍ରେସ ଟ୍ରେନ୍ । ରାୟଗଡ଼ା ସହର ମଝିଘରିଆଣୀ ମନ୍ଦିର ନିକଟ ଟ୍ରାକ୍ ରେ କୌଣସି କାରଣରୁ ବଡ଼ ପଥର ପଡ଼ିଯାଇଥିଲା । ଏହି ସମୟରେ ବିଶାଖାପାଟଣା ଠାରୁ କୋରବା ଯାଉଥିବା ଲିଙ୍କ ଏକ୍ସପ୍ରେସ ସେହି ଟ୍ରାକ ଦେଇ ଯାଉଥିଲା । ମଧ୍ୟରାତ୍ରୀରେ ଜୋରରେ ଶବ୍ଦ ହେବାରୁ ଟ୍ରେନ ଚାଳକ ବ୍ରେକ ଲଗାଇ ଟ୍ରେନକୁ ରୋକିଥିଲେ ଓ ଫଳରେ ରାତି ୧ ୨ଟା ରୁ ସକାଳ ୫ଟା ଯାଏଁ ସେହି ଟ୍ରାକରେ ଗମନାଗମନ ବାଧାପ୍ରାପ୍ତ ହୋଇଥିଲାଓଖବର ପାଇ ରେସ୍କୁ ଟିମ ପଥରକୁ ହଟାଇବା ସହ ମରାମତି କାର୍ୟ୍ୟ କରିଥିଲା । ପ୍ରାୟ ୫ ଘଣ୍ଟା ଧରି ଟ୍ରାକ୍ ରେ ଅଟକ ରହିଥିଲା କୋରବା ଏକ୍ସପ୍ରେସ୍ । ଦୀର୍ଘ ୫ ଘଣ୍ଟା ପରେ ଟ୍ରେନ୍ ଚଳାଚଳ ସ୍ବାଭାବିକ ହୋଇଥିଲା । ବର୍ତ୍ତମାନ ଗୋଟିଏ ଲାଇନ୍ ରେ ଚଳାଚଳ କରୁଛି ଟ୍ରେନ।,ରେଳବାଇ ବିଭାଗର ଉଦ୍ଧାର କାର୍ୟ୍ୟ ଜାରି ରହିଛି । ଏହି ଘଟଣାକୁ ଆରପିଏଫ ତଦନ୍ତ କରୁଥିବା ବେଳେ ରେଳବାଇର ବରିଷ୍ଠ ଅଧିକାରୀ ଘଟଣା ସ୍ଥଳରେ ରହିଥିଲେ ଓ

  • Related Posts

    ଆଜିଠାରୁ ଶକ୍ତିପୀଠରେ ନବରାତ୍ର ପୂଜା

    ଆଜିଠାରୁ ଶକ୍ତିପୀଠରେ ଆରମ୍ଭ ହେଉଛି ନଅ ଦିନ ଧରି ମାଆଙ୍କ ସ୍ୱତନ୍ତ୍ର ପୂଜାର୍ଚ୍ଚନା। ମାଆଙ୍କ ଆଗମନକୁ ନେଇ ଚଳଚଞ୍ଚଳ ହୋଇଉଠିଛି ଶକ୍ତିପୀଠ। ନଅ ଦିନ ଧରି ବିଭିନ୍ନ ରୀତିନୀତି ଅନୁସାରେ ମାଆଙ୍କ ପୂଜା କରାଯିବ। ଏହି ଅବସରରେ ମାଆଙ୍କ ଦର୍ଶନ ପାଇଁ…

    Continue reading
    ପାର୍ବଣ ବେଳେ କାଚିବ ବର୍ଷା ପବନ

    ଆସୁଛି ବଡ଼ ବର୍ଷା ! ଏଥର ଧୋଇଯିବ ଦଶହରା ! ୧୩ରେ ଲଘୁଚାପ, ନେବ କି ବାତ୍ୟାର ରୂପ ? କ’ଣ କହୁଛି ପାଣିପାଗ ବିଭାଗର ପୂର୍ବାନୁମାନ ? ପାର୍ବଣ ବେଳେ କାଚିବ ବର୍ଷା ପବନ । ଫିକା ପଡିପାରେ ଦୁର୍ଗାପୂଜା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ