ଲଜ୍ଜା: ୮ ବର୍ଷର ନାବାଳିକାକୁ ଦୁଷ୍କର୍ମ

କଟକ : କଟକ ବାରଙ୍ଗ ଥାନା ତ୍ରିଶୁଳିଆ ଅଞ୍ଚଳରେ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ୮ ବର୍ଷର ନାବାଳିକାକୁ ଦୁଷ୍କର୍ମ କରାଯାଇଥିବାର ଅଭିଯୋଗ ହୋଇଛି। ଗୁରୁତର ନାବାଳିକାକୁ ଉଦ୍ଧାର କରାଯାଇ ଶିଶୁ ଭବନର ଆଇସିୟୁରେ ଭର୍ତ୍ତି କରାଯାଇଛି। ବାରଙ୍ଗ ଅଞ୍ଚଳରେ ଏକ ଇଟା ଭାଟିରେ ନାବାଳିକାଙ୍କ ପରିବାର ଲୋକମାନେ କାମ କରି ଆସୁଥିଲେ। ସେହିଠାରେ ହିଁ ନାବାଳିକାଙ୍କ ସହ ଏଭଳି ଲଜ୍ଜାଜନକ ଘଟଣା ଘଟିଛି। ଏ ନେଇ ପରିବାର ଲୋକ ବାରଙ୍ଗ ଥାନାରେ ଏତଲା ଦେଇଛନ୍ତି। ଘଟଣା ଘଟିବା ପରେ ଅଭିଯୁକ୍ତ ଜଣକ ଫେରାର୍ ହୋଇଯାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି। ଅଭିଯୁକ୍ତ ଜଣକ ଝାଡଖଣ୍ଡ ଅଞ୍ଚଳର ହୋଇଥିବା ପୁଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ