ଲାଲକିଲା ବିସ୍ଫୋରଣ: ମୃତକଙ୍କ ପରିବାରକୁ ୧୦ ଲକ୍ଷ

ନୂଆଦିଲ୍ଲୀ: ଲାଲକିଲା ବିସ୍ଫୋରଣ ଘଟଣାରେ ଦିଲ୍ଲୀ ସରକାରଙ୍କ ପକ୍ଷରୁ ମଙ୍ଗଳବାର ମୃତାହତଙ୍କ ପାଇଁ ଅନୁକମ୍ପା ରାଶି ଘୋଷଣା କରାଯାଇଛି। ବିସ୍ଫୋରଣରେ ପ୍ରାଣ ହରାଇଥିବା ପ୍ରତ୍ୟେକ ମୃତକଙ୍କ ପରିବାରକୁ ୧୦ ଲକ୍ଷ, ସ୍ଥାୟୀଭାବେ ଭିନ୍ନକ୍ଷମ ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ୫ ଲକ୍ଷ ଏବଂ ପ୍ରତ୍ୟେକ ଗୁରୁତରଙ୍କୁ ୨ ଲକ୍ଷ ଟଙ୍କା ପ୍ରଦାନ କରାଯିବ ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଘୋଷଣା କରିଛନ୍ତି।

  • Related Posts

    ଭାରତୀୟ ବିମାନ ପାଇଁ ପାକିସ୍ତାନ ପୁଣି ବଢ଼ାଇଲା ବ୍ୟାନ୍

    ନୂଆଦିଲ୍ଲୀ: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ତିକ୍ତତାର ପ୍ରଭାବ ଏବେ ବିମାନ ଚଳାଚଳ ଉପରେ ଦେଖିବାକୁ ମିଳିଛି । ପାକିସ୍ତାନ ପକ୍ଷରୁ ଭାରତୀୟ ବିମାନ ଗୁଡ଼ିକ ପାଇଁ ଏହାର ଆକାଶମାର୍ଗ ବ୍ୟବହାର କରିବାରେ ଥିବା କଟକଣାକୁ ଆଉ ଏକ…

    Continue reading
    ନକଲି ମଦ ପିଇ ୫ ମୃତ

    ନୂଆଦିଲ୍ଲୀ : ଗୁଜରାଟର ଭାବନଗର ଜିଲ୍ଲାରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ଆସୁଛି। ଭାବନଗରର ଘୋଘା ତାଲୁକାର ଖରକାଡି ଗାଁରେ ନକଲି ମଦ ପିଇ ୫ ଜଣଙ୍କର ମୃତ୍ୟୁ ହୋଇଛି, ଯେତେବେଳେ କି ଅନ୍ୟ ୨୦ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ