ଲିଙ୍ଗରାଜ ମନ୍ଦିର ବେଢାର ଫଟୋ ଭାଇରାଲ

ଭୁବନେଶ୍ୱର: ପୁଣି ଭାଇରାଲ ହେଲା ଲିଙ୍ଗରାଜ ମନ୍ଦିର ବେଢା । କଡା ସୁରକ୍ଷା ସତ୍ତ୍ୱେ ମନ୍ଦିର ବେଢାର ଫଟୋ ଭାଇରାଲ ହୋଇଛି । ବଲିଉଡ ଅଭିନେତ୍ରୀ ସୁସ୍ମିତା ସେନ ଭୁବନେଶ୍ୱରରେ ଏକ କାର୍ୟ୍ୟକ୍ରମରେ ଯୋଗଦେବାକୁ ଆସିଥିଲେ । ଏହି ସମୟରେ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନ କରିଥିଲେ । ମହାପ୍ରଭୁଙ୍କ ଦର୍ଶନ କରିବା ସହ ମନ୍ଦିର ବେଢା ଭିତରେ ଫଟୋ ଉଠାଇଥିଲେ । ସୁସ୍ମିତାଙ୍କ ଫଟୋ ଉଠାଇଥିବା ସେବାୟତ ସୋସିଆଲ ମିଡିଆରେ ଏହି ଫଟୋ ସେୟାର କରିଛନ୍ତି । ତାଙ୍କର ଏହି ଫଟୋ ଏବେ ଭାଇରାଲ ହେବାରେ ଲାଗିଛି । ପୂର୍ବରୁ ଶିଳ୍ପା ସେଟ୍ଟୀଙ୍କ ଫଟୋ ମଧ୍ୟ ଭାଇରାଲ ହୋଇଥିଲା । ଏପରିକି କିଛି ରାଜନେତାଙ୍କ ଫଟୋ ବେଢ଼ା ଭିତରେ ଭାଇରାଲ ହେବା ପରେ ମନ୍ଦିର ସୁରକ୍ଷା ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଥିଲା ।

  • Related Posts

    ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ଚୌଦ୍ୱାର ଜେଲ୍‌ର ନିଲମ୍ବିତ ବରିଷ୍ଠ ଅଧୀକ୍ଷକ

    କଟକ: ଚୌଦ୍ୱାର ଜେଲ୍‌ର ନିଲମ୍ବିତ ବରିଷ୍ଠ ଅଧୀକ୍ଷକ ସୁଜିତ କୁମାର ରାଉଳ ଜାମିନ ପାଇଁ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଜି ହାଇକୋର୍ଟରେ ଜାମିନ ଆବେଦନ ଦାୟର କରିଛନ୍ତି। ପୂର୍ବରୁ ସେପ୍ଟେମ୍ବର ୩୦ରେ କଟକ ଅତିରିକ୍ତ ଦୌରା ଜଜ୍‌ ତଥା ସ୍ୱତନ୍ତ୍ର…

    Continue reading
    ଚିଲିକା ମଝିରେ ଅଟକିଲା ଡଙ୍ଗା

    କୃଷ୍ଣପ୍ରସାଦ:ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ସାତପଡ଼ା- ଜହ୍ନିକୁଦା ଚିଲିକା ମଝିରେ ଘଟିଛି ଅଘଟଣ। ବୁଧବାର ସକାଳ ୭ଟାରେ ଏକ ଯାତ୍ରୀବାହୀ ଡ଼ଙ୍ଗା ୫୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଏବଂ ୨୫ ମୋଟର ସାଇକେଲ ନେଇ ଜହ୍ନିକୁଦାରୁ ସାତପଡ଼ା ଅଭିମୁଖେ ଯାତ୍ରା କରିଥିଲା। ତେବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ