ଲୋଭୀ ସରପଞ୍ଚ ନିଲମ୍ବିତ

ଯାଜପୁର: ଲୋଭୀ ସରପଞ୍ଚଙ୍କୁ ପାନେ ମିଳିଛି। ଯେଉଁ ଘଟଣାକୁ କେହି ଜାଣିପାରିବେନି ବୋଲି ଏକଦା ଭାବିଥିଲେ, ପରବର୍ତ୍ତୀ ସମୟରେ ତାହା ପଦାରେ ପଡ଼ିଛି। ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ଗ୍ରାମ ନନ୍ଦିପୁର ସରପଞ୍ଚ ସଂଯୁକ୍ତା ମହାନ୍ତି ନିଲମ୍ବିତ ହୋଇଛନ୍ତି। ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ ବିଭାଗ ୧୧ ଲକ୍ଷ ୭୨ ହଜାର ୫ଶହ ଟଙ୍କା ହେରଫେର ମାମଲାରେ ଶ୍ରୀମତୀ ମହାନ୍ତିଙ୍କ ବିରୋଧରେ କାର୍ୟ୍ୟାନୁଷ୍ଠାନ ନେଇଛନ୍ତି। ୨୦୧୨-୨୦୧୭ ମସିହାରେ ସରପଞ୍ଚ ଥିବା ସମୟରେ ସେ ଏହି ଅର୍ଥ ହେରଫେର କରିଥିଲେ। ଲୋକଙ୍କ ବାର୍ଦ୍ଧକ୍ୟ ଭତ୍ତା, ମନରେଗା ଯୋଜନାର ଅର୍ଥକୁ ନିଜ ସ୍ୱାମୀ ପ୍ରଦୀପ କୁମାର ମହାନ୍ତିଙ୍କ ଆକାଉଣ୍ଟକୁ ନେଇ ଆତ୍ମସାତ ହୋଇଥିବାର ଅଭିଯୋଗ ହୋଇଥିଲା।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ