ଶଙ୍କର ପୃଷ୍ଟିଙ୍କୁ ଛଡ଼ାଯିବନି: ବାବୁ ସିଂ

ଭୁବନେଶ୍ୱର: ପୁଲିସ ଏସଆଇ ନିଯୁକ୍ତି ମହାଘୋଟଲା ନେଇ ବିଜେପି ବିଧାୟକ ବାବୁ ସିଂ ରବିବାର ଏକ ବଡ଼ ବୟାନ ଦେଇଛନ୍ତି । ସେ କହିଛନ୍ତି ଯେ ଶଙ୍କର ପୃଷ୍ଟି ହେଉ କି ସୁବ୍ରତ ଛାଟୋଇ କାହାକୁ ଛଡ଼ାଯିବନି । ଯେଉଁଠି ଚାଦର ଘୋଡ଼ାଇ ହୋଇ ଲୁଚିଲେ ବି କାହାକୁ ଛଡ଼ାଯିବନି ବୋଲି ବିଧାୟକ କହିଛନ୍ତି । ଏହାଛଡ଼ା ଶଙ୍କର ପୃଷ୍ଟିଙ୍କ ବ୍ରହ୍ମପୁର ଅଫିସ ବିଜେଡି ନେତାଙ୍କ ଘର ନୁହେଁ ତ ବୋଲି ବିଧାୟକ ପ୍ରଶ୍ନ କରିଛନ୍ତି । ବିଗତ ଦିନରେ ଅତୀତର ସରକାର ଅମଳରେ ଦୁର୍ନୀତି ବଢ଼ିଥିଲା । କେବଳ ଛୋଟ ମାଛ ନୁହେଁ ବଡ଼ ମାଛଙ୍କ ବି ସମୟ ଆସୁଛି । ସୁବ୍ରତ ଛାଟୋଇଙ୍କୁ ବିଜେଡି ନେତା ଛତା ଧରି ସୁରକ୍ଷା ଦେଉଥିଲେ ବୋଲି ବିଜେପି ବିଧାୟକ ବାବୁ ସିଂ କହିଛନ୍ତି ।

  • Related Posts

    ସୋଆ ଯୁକ୍ତଦୁଇ ମହାବିଦ୍ୟାଳୟରେ ନିଶା ମୁକ୍ତ ପ୍ରତିଜ୍ଞା ଅଭିଯାନ କର୍ମଶାଳା

    ଭୁବନେଶ୍ୱର,:  କେନ୍ଦ୍ର ସରକାରଙ୍କ ନିଶା ମୁକ୍ତ ଭାରତ ଅଭିଯାନ ଅଧୀନରେ ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ଗତ ୬ ତାରିଖରେ  ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟ ଅଧୀନସ୍ଥ ଯୁକ୍ତ ଦୁଇ ମହାବିଦ୍ୟାଳୟର ପରିସରରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ।…

    Continue reading
    ସମ୍ ନର୍ସିଂ କଲେଜ ପକ୍ଷରୁ ଆନ୍ତର୍ଜାତୀୟ ସ୍ତନ୍ୟପାନ ସପ୍ତାହ ପାଳିତ

    ଭୁବନେଶ୍ୱର,: ଶିକ୍ଷା ‘ଓ’ ଅନୁସନ୍ଧାନ (ସୋଆ) ବିଶ୍ୱବିଦ୍ୟାଳୟ ପରିଚାଳିତ ସମ୍ ନର୍ସିଂ କଲେଜ (ଏସ୍‌ଏନ୍‌ସି) କ୍ୟାମ୍ପସ୍‌-୧ର ଶିଶୁ ସ୍ୱାସ୍ଥ୍ୟ ନର୍ସିଂ ବିଭାଗ ପକ୍ଷରୁ ଅନ୍ତର୍ଜାତୀୟ ସ୍ତନ୍ୟପାନ ସପ୍ତାହ ୨୦୨୬ ପରିପ୍ରେକ୍ଷୀରେ ଅଗଷ୍ଟ ୬ ଓ ୭ ତାରିଖ ଦୁଇ ଦିନ ଧରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ