ଶପଥ ନେଲେ ସୁଜିତ୍ କୁମାର

ଭୁବନେଶ୍ବର: ରାଜ୍ୟସଭା ସାଂସଦ ଭାବେ ସୁଜିତ୍ କୁମାର ଶପଥ ଗ୍ରହଣ କରିଛନ୍ତି । ରାଜ୍ୟସଭା ଉପନିର୍ବାଚନରେ ନିଦ୍ୱର୍ନ୍ଦ୍ୱରେ ନିର୍ବାଚିତ ହୋଇଥିଲେ ସୁଜିତ୍ । ଏକମାତ୍ର ପ୍ରାର୍ଥୀ ଭାବେ ବିଜେପିରୁ ନାମାଙ୍କନ ଭରିଥିଲେ ସୁଜିତ୍ । ସଂସଦରେ ଓଡିଆରେ ଶପଥ ନେଇଛନ୍ତି ସୁଜିତ୍‌ କୁମାର । ଶପଥ ଗ୍ରହଣ ପରେ ଜୟ ଜଗନ୍ନାଥ ଜୟ ହିନ୍ଦ କହି ସମ୍ବୋଧନ କରିଥିଲେ ।

  • Related Posts

    ମୋଦି ସରକାର ଜ୍ଞାନେଶ କୁମାରଙ୍କୁ ସୁରକ୍ଷା ଦେଉଛନ୍ତି:ରାହୁଲ

    ‘ଆମେ ଜାଣିଛୁ, ଭୋଟ ଚୋରି ନେଇ ହେଉଥିବା ଆନ୍ଦୋଳନ ଯୋଗୁ ଆପଣ ରାତିରେ ଶୋଇ ପାରୁ ନାହାନ୍ତି। କିନ୍ତୁ ଆମେ ଆପଣଙ୍କୁ ପ୍ରତିଶ୍ରୁତି ଦେଉଛୁ ଯେ ଏହି ଆନ୍ଦୋଳନ ଆପଣଙ୍କ ଇସ୍ତଫାକୁ ସୁନିଶ୍ଚିତ କରିବ।’ ଆଜି ଏଭଳି କିଛି କହି ମୁଖ୍ୟ…

    Continue reading
    ଏବିଭିପିର ବଡ଼ ସଫଳତା, ୬୦ ମହାବିଦ୍ୟାଳୟର ୨୫୨ ପଦବୀରେ ନିର୍ଦ୍ୱନ୍ଦ୍ୱରେ ବିଜୟ

    ଭୁବନେଶ୍ବର: ଓଡ଼ିଶାରେ ଆଗାମୀ ଛାତ୍ର ସଂସଦ ନିର୍ବାଚନ ପୂର୍ବରୁ ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ ବା ଏବିଭିପି ଏକ ବଡ଼ ସଫଳତା ହାସଲ କରିଛି । ରାଜ୍ୟର ୬୦ଟି ମହାବିଦ୍ୟାଳୟରେ ଏବିଭିପିର ପ୍ରାର୍ଥୀମାନେ ୨୫୨ଟି ପଦବୀରେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ