ଶାହଙ୍କ ଜନ୍ମଦିନରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: କେନ୍ଦ୍ର ଗୃହମନ୍ତ୍ରୀ ତଥା ସମବାୟ ମନ୍ତ୍ରୀ ଅମିତ ଶାହଙ୍କ ଜନ୍ମଦିନରେ ଛୁଟୁଛି ପ୍ରଂଶସାର ସୁଅ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲେଖିଛନ୍ତି କି, ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କୁ ସମର୍ପଣ ଏବଂ ଦୃଢ଼ ନିଷ୍ଠା ସହିତ ରାଷ୍ଟ୍ର ସେବା କରିବା ପାଇଁ ଉତ୍ତମ ସ୍ୱାସ୍ଥ୍ୟ, ଖୁସି ଏବଂ ନୂତନ ଶକ୍ତି ପ୍ରଦାନ କରନ୍ତୁ । ଏହାସହ ଅମିତ ଶାହଙ୍କର ଦୀର୍ଘ, ସୁସ୍ଥ ଏବଂ ପରିପୂର୍ଣ୍ଣ ଜୀବନ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ଭାରତର ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା, ନକ୍ସଲମୁକ୍ତ ଭାରତ ମିଶନକୁ ଆଗକୁ ବଢାଇବା ଏବଂ ସହକାର ସେ ସମୃଦ୍ଧିର ଦୃଷ୍ଟିକୋଣ ମାଧ୍ୟମରେ ସମବାୟ କ୍ଷେତ୍ରକୁ ରୂପାନ୍ତରିତ କରିବାରେ ଆପଣଙ୍କର ଦୃଢ଼ ନେତୃତ୍ୱ ଏକ ଶକ୍ତିଶାଳୀ, ସୁରକ୍ଷିତ ଏବଂ ଅଧିକ ସମୃଦ୍ଧ ଭାରତ ପ୍ରତି ଏକ ଅଟଳ ପ୍ରତିବଦ୍ଧତାକୁ ପ୍ରତିଫଳିତ କରିଛି । ଜାତୀୟ ସୁରକ୍ଷା ଏବଂ ଅନ୍ତର୍ଭୁକ୍ତିମୂଳକ ବିକାଶ ପାଇଁ ଆପଣଙ୍କର ଅବଦାନ ଭାରତର ମୂଳଦୁଆକୁ ମଜବୁତ କରିଚାଲିଛି ବୋଲି ମୁଖ୍ୟମନ୍ତ୍ରୀ ଲେଖିଛନ୍ତି ।

  • Related Posts

    କୋଟିଆ ବିବାଦ ପ୍ରସଙ୍ଗ : ଆଇନଗତ ଓ ପ୍ରଶାସନିକ ପଦକ୍ଷେପକୁ ରାଜସ୍ୱ ମନ୍ତ୍ରୀଙ୍କ ଗୁରୁତ୍ୱ

    ଭୁବନେଶ୍ୱର : କୋରାପୁଟ ଜିଲ୍ଲା ପଟାଙ୍ଗୀ ବ୍ଲକ୍ ଅନ୍ତର୍ଗତ କୋଟିଆ ଅଞ୍ଚଳରେ ଦୀର୍ଘକାଳୀନ ବିବାଦର ଶୀଘ୍ର ଓ ସ୍ଥାୟୀ ସମାଧାନ ନିମନ୍ତେ ରାଜ୍ୟ ସରକାର ଆବଶ୍ୟକ ସମସ୍ତ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରୁଛନ୍ତି ବୋଲି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ…

    Continue reading
    ବିଜେପିର ଦମ୍ଭୋକ୍ତି କୁଆଡ଼େ ଗଲା: ନବୀନ

    କୋରାପୁଟ ଜିଲ୍ଲାର କୋଟିଆ ପଂଚାୟତରେ ଆନ୍ଧ୍ର ପ୍ରଦେଶ ସରକାର ନିର୍ବାଚନ ଘୋଷଣା କରିବା ଘଟଣାକୁ ନେଇ ରାଜ୍ୟ ରାଜନୀତି ସରଗରମ ହୋଇଛି। ଏହି ସମ୍ବେଦନଶୀଳ ପ୍ରସଙ୍ଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଚିଠି ଲେଖି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି