ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

ଘୋଷଣା ହୋଇଛି ୭୧ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର। ବଲିଉଡ କିଙ୍ଗ ଶାହରୁଖ ଖାନ ଓ ବିକ୍ରାନ୍ତ ମେସି ଶ୍ରେଷ୍ଠ ଅଭିନେତା ଭାବେ ଜାତୀୟ ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି। ‘ଯବାନ’ ପାଇଁ ଶାହରୁଖ ଓ ୧୨th ଫେଲ ପାଇଁ ବିକ୍ରାନ୍ତଙ୍କୁ ଏହି ସଫଳତା ମିଳିଛି। ଉଭୟ ପ୍ରଥମ ଥର ପାଇଁ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପାଇବାକୁ ମନୋନୀତ ହୋଇଛନ୍ତି।

ବିଧୁ ବିନୋଦ ଚୋପ୍ରା ପ୍ରଯୋଜିତ ’12th ଫେଲ୍‌’ ଶ୍ରେଷ୍ଠ ଫିଚର ଫିଲ୍ମର ମାନ୍ୟତା ପାଇଛି। IPS ମନୋଜ ଶର୍ମାଙ୍କ ସଂଘର୍ଷମୟ ଯାତ୍ରାକୁ ନେଇ ’12th ଫେଲ୍‌’ ଫିଲ୍ମ ତିଆରି ହୋଇଥିଲା। ‘ରକି ଔର ରାନୀ କି ପ୍ରେମ୍‌ କାହାନୀ’ ଶ୍ରେଷ୍ଠ ଲୋକପ୍ରିୟ ଫିଲ୍ମ ଭାବେ ଜାତୀୟ ପୁରସ୍କାର ପାଇଁ ମନୋନୀତ ହୋଇଛି।

ରାଣୀ ମୁଖାର୍ଜୀ ହେଲେ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ପାଇବେ। ‘ମିସେସ୍‌ ଚାଟାର୍ଜୀ VS ନରୱେ’ ଫିଲ୍ମ ପାଇଁ ରାଣୀଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ପୁରସ୍କାର ପାଇଁ ଚୟନ କରାଯାଇଛି।

  • Garvita Odia

    Related Posts

    ଏଲପିଜି ଗ୍ୟାସ ସିଲିଣ୍ଡର ଦାମ୍‌ରେ ହ୍ରାସ

    ନୂଆଦିଲ୍ଲୀ : ପ୍ରତ୍ୟେକ ମାସ ଭଳି ଅଗଷ୍ଟ ମାସ ପହିଲାରେ ଅନେକ ନିୟମରେ ପରିବର୍ତ୍ତନ ହୋଇଛି । ୧ ଅଗଷ୍ଟରୁ ଏଲପିଜି ସିଲିଣ୍ଡରର ଦାମ୍‌ କମିବା ସହ ୟୁପିଆଇ ସମ୍ବନ୍ଧିତ ନିୟମରେ ମଧ୍ୟ କିଛି ପରିବର୍ତ୍ତନ ହୋଇଛି । ଏହାସହ ୧୫…

    ଭାରତ ଉପରେ ଲାଗୁ ହେବାକୁ ଥିବା ଟାରିଫ ଅଗଷ୍ଟ ୭ ତାରିଖରୁ ଲାଗୁ ହେବ

    ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ଉପରେ ୨୫ ପ୍ରତିଶତ ଟାରିଫକୁ ୭ ଦିନ ପର୍ୟ୍ୟନ୍ତ ମହଲତ ଦେଇଛନ୍ତି । ଆଜି ଠାରୁ ଲାଗୁ ହେବାକୁ ଥିବା ଟାରିଫ ଅଗଷ୍ଟ ୭ ତାରିଖରୁ ଲାଗୁ ହେବ । ଏହି କ୍ରମରେ…

    Leave a Reply

    Your email address will not be published. Required fields are marked *

    You Missed

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ରାଜ୍ୟରେ ଖୋଲିବ ମଡେଲ ମଣ୍ଡି

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ଶାହରୁଖ ଓ ବିକ୍ରାନ୍ତ ଶ୍ରେଷ୍ଠ ଅଭିନେତା

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ‘ପୁଷ୍କରା’କୁ ମିଳିଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ୨୦ ହଜାର ମହିଳା ବିଧାନସଭା ଘେରାଉ କରିବେ-ପିସିସି ସଭାପତି

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ ଦାବି କଲେ ବିଜୟ ପଟ୍ଟନାୟକ

    ଓଟିଇଟି ପ୍ରଶ୍ନପତ୍ର ଲିକ୍ ଘଟଣା : କ୍ରାଇମ୍ ବ୍ରାଞ୍ଚ ତଦନ୍ତ  ଦାବି କଲେ ବିଜୟ ପଟ୍ଟନାୟକ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ

    ଭିଜିଲାନ୍ସ ଜାଲରେ ସିନିୟର ରେଭେନ୍ୟୁ ଆସିଷ୍ଟାଣ୍ଟ