ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ଜଗିବେ ସଶସ୍ତ୍ର ପୁଲିସ

ମୟୂରଭଞ୍ଜ :ଶିମିଳିପାଳ ବ୍ୟାଘ୍ର ଅଭୟାରଣ୍ୟ ଜଗିବେ ଗୋଟିଏ କମ୍ପାନୀ ସଶସ୍ତ୍ର ପୁଲିସ। ତିଆରି ହେବ ୧୩୧ ଜଣିଆ ଏକ ଡେଡିକେଟେଡ୍ ଆର୍ମଡ୍ ପୁଲିସ୍ ରିଜର୍ଭ କମ୍ପାନୀ। ଏଥିପାଇଁ ଆକାଉଣ୍ଟ ଜେନେରାଲଙ୍କୁ ଚିଠି ଲେଖି ଜଣାଇଛନ୍ତି ଗୃହ ସଚିବ ସତ୍ୟବ୍ରତ ସାହୁ।

ତିଆରି ହେବାକୁ ଥିବା ଏହି କମ୍ପାନୀରେ ଜଣେ କମାଣ୍ଡାଣ୍ଟ, ଜଣେ ଇନସପେକ୍ଟର, ୩ ସବ୍-ଇନସପେକ୍ଟର, ୩ ଆସିଷ୍ଟାଣ୍ଟ ସବ୍ ଇନସପେକ୍ଟର, ୩୦ ହାବିଲଦାର, ୩ ଡ଼୍ରାଇଭର ହାବିଲଦାର, ୮୭ ସିପାହୀ ଓ ୩ ଡ୍ରାଇଭର ରହିବେ।

ମୟୂରଭଞ୍ଜ ଏସପି ଏହାର ପ୍ରଶାସନିକ ଦାୟିତ୍ୱରେ ରହିବ। ଏହି କମ୍ପାନୀର ସମସ୍ତ ଖର୍ଚ୍ଚ ଜଙ୍ଗଲ ଓ ପରିବେଶ ବିଭାଗ ବହନ କରିବ। କୌଣସି ଅଭୟାରଣ୍ୟ ସୁରକ୍ଷା ପାଇଁ ଗୋଟେ କମ୍ପାନୀ ଆର୍ମଡ୍ ପୁଲିସ୍ ନିୟୋଜିତ ହେବା ଦେଶରେ ପ୍ରଥମ ଘଟଣା ବୋଲି କୁହାଯାଉଛି।

  • Related Posts

    ଘରେ ଫାଟିଲା ଗ୍ୟାସ ଟାଙ୍କି ; ୩ ଆହତ

    ଖଇରା : ବାଲେଶ୍ବର ଜିଲ୍ଲା ଖଇରା ବ୍ଳକ ସାରଡାଙ୍ଗ ଗ୍ରାମରେ ଗ୍ୟାସ ଟାଙ୍କି ଫାଟି ଗୋଟିଏ ପରିବାରର ୩ ଜଣ ଆହତ ହେବା ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ହୋଇ ଯାଇଛି। ସୂଚନାନୁଯାୟୀ, ମନୋରଞ୍ଜନ ପଣ୍ଡାଙ୍କ ସ୍ତ୍ରୀ ରୋଷେଇ…

    Continue reading
    ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ

    କଟକ: ହାତୀ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ। କଟକ ଜିଲ୍ଲା ବଡ଼ମ୍ବା ଥାନା କୁସାପାଳ ଗାଁର ନରେଶ ନାୟକଙ୍କର ମୃତ୍ୟୁ ହୋଇଛି। ତେବେ ସ୍ଥାନୀୟ ନରେଇଜାନୀ ନିକଟରେ ଥିବା ଏକ ଫାର୍ମ ହାଉସ ରେ ଗତକାଲି ରାତ୍ରିରେ ହାତୀ ପଶିଥିଲା।ହାତୀ ଘଉଡାଇବାକୁ ଯାଇଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ