ଶିଶୁ ଶ୍ରମିକ ନିରାକରଣ ପକ୍ଷ ପାଳନ ଅବସରରେ ସଚେତନତା ପଦଯାତ୍ରା

ଦେବଗଡ଼:ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ଶ୍ରମ ବିଭାଗ ପକ୍ଷରୁ ଆଜି ଶିଶୁ ଶ୍ରମିକ ନିରାକରଣ ସଚେତନତା ପକ୍ଷ ପାଳନ ଅବସରରେ ଏକ ସଚେତନତା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି।ପୁରୁଣା ଜିଲ୍ଲାପାଳଙ୍କ କର୍ଯ୍ୟାଳୟ ସମ୍ମୁଖରେ ସଚେତନତା ପଦଯାତ୍ରାକୁ ଜିଲ୍ଲାପାଳ କବୀନ୍ଦ୍ର ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଶୁଭାରମ୍ଭ କରିଥିଲେ। କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ଶ୍ରମ ଅଧିକାରୀ ପଦ୍ମାବତୀ ମାରାଣ୍ଡି, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରୋମିଓ ମହାପାତ୍ର ଉପସ୍ଥିତ ଥିଲେ।ଏହି ପଦଯାତ୍ରା ସହର ପରିକ୍ରମା କରି ସଚେତନତା ବାର୍ତ୍ତା ପ୍ରେରଣ କରି ଜିଲ୍ଲା ସୂଚନା ଲୋକସମ୍ପର୍କ ପାଠାଗାରଠାରେ ପହଞ୍ଚିଥିଲା। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ଅନୁଷ୍ଠାନର ସ୍ବେଚ୍ଛାସେବୀ ମାନେ ଉପସ୍ଥିତ ଥିଲେ।

  • Related Posts

    ରାଜଧାନୀରେ ବୁଲିଲା ଖଣ୍ଡା

    ଭୁବନେଶ୍ବର :ରାଜଧାନୀରେ ବୁଲିଲା ଖଣ୍ଡା। ଦୋକାନ ଭାଙ୍ଗିବା ସହ ବାପା ପୁଅଙ୍କୁ ହାଣିଲେ ଦୁର୍ବୃତ୍ତ। ଭୁବନେଶ୍ବର କ୍ୟାପିଟାଲ ହସ୍ପିଟାଲ ପାଖ ବସ୍ତିରେ ୪ରୁ ୫ଜଣ ଦୁର୍ବୃତ୍ତ ଆସି ଆକ୍ରମଣ କରିଥିଲେ। ଆହତ ଦିଲ୍ଲିପ ଓ ରାଜେନ୍ଦ୍ରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଦୁର୍ବୃତ୍ତ…

    Continue reading
    ‘ରେଡ୍ ଫ୍ଲାଗ୍’ ଅନ୍ତର୍ଭୁକ୍ତ ହେବ ରାୟଗଡ଼ା ଭିଡ ହିଂସା

    ରାୟଗଡ଼ା: ‘ରେଡ୍ ଫ୍ଲାଗ୍’ ଅନ୍ତର୍ଭୁକ୍ତ ହେବ ରାୟଗଡ଼ା ଭିଡ ହିଂସା। ଏନେଇ ରାଜ୍ୟ ପୋଲିସ ମୁଖ୍ୟାଳୟକୁ ଅନୁରୋଧ କରାଯାଇଥିବା ସୂଚନା ଦେଇଛନ୍ତି ରାୟଗଡ଼ା ଏସପି ରାଜ ପ୍ରସାଦ। ଘଟଣାରେ ବର୍ତ୍ତମାନ ସୁଦ୍ଧା ୨୦ ଜଣଙ୍କୁ ଗିରଫ କରାଯାଇଛି। ବାକି ଅଭିଯୁକ୍ତଙ୍କୁ ଧରିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ