ଶୀଘ୍ର ଦରମା ପାଇବେ ଗ୍ରାମୀଣ ଗୃହ ନିର୍ମାଣ ପିଏମ୍‌ୟୁ କର୍ମଚାରୀ

ଭୁବନେଶ୍ୱର,୧୫/୧୦/୨୦୨୫: ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଅନ୍ତର୍ଗତ ଗ୍ରାମୀଣ ଗୃହ ନିର୍ମାଣର ବିଭିନ୍ନ କାର୍ଯ୍ୟକ୍ରମରେ କାର୍ଯ୍ୟରତ ଆଉଟ୍‌ସୋର୍ସିଙ୍ଗ୍‌ କର୍ମଚାରୀଙ୍କୁ ଶୀଘ୍ର ମିଳିବ ବକେୟା ଦରମା । ଏହି ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ଜରୁରୀ ହସ୍ତକ୍ଷେପ ଯୋଗୁଁ ଆଜି କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୨୫ କୋଟି ବକେୟା ଟଙ୍କା ଦିଆଯିବା ନେଇ ତ୍ୱରିତ ପଦକ୍ଷେପ ନିଆଯାଇଛି । ପ୍ରକ୍ରିୟାଗତ ବିଳମ୍ବ ଯୋଗୁଁ ବକେୟା ଥିବା ପ୍ରାୟ ୭୦୦ ଜଣ ଆଉଟ୍‌ସୋର୍ସିଙ୍ଗ କର୍ମଚାରୀଙ୍କ ଦରମା ଏହା ପରେ ଶୀଘ୍ର ଦିଆଯିବ ବୋଲି ବିଭାଗ ପକ୍ଷରୁ ସୂଚିତ କରାଯାଇଛି ।

  • Related Posts

    ‘ହର୍ ଘର୍ ଜଲ୍’ ଲକ୍ଷ୍ୟ ପୂରଣ ପାଇଁ ଓଡିଶାରେ ସ୍ପଷ୍ଟ ରୋଡମ୍ୟାପ ପ୍ରସ୍ତୁତ- ମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର,୨୪/୦୩/୨୦୨୬: ଓଡିଶାରେ ଜଳ ଜୀବନ ମିଶନ 2.0ର କାର୍ଯ୍ୟକାରିତା ଉଦ୍ଦେଶ୍ୟରେ ଆଜି ନୂଆଦିଲ୍ଲୀ ଠାରେ କେନ୍ଦ୍ର ଜଳ ଶକ୍ତି ମନ୍ତ୍ରାଳୟ ଏବଂ ଓଡିଶା ସରକାରଙ୍କ ମଧ୍ୟରେ ଏକ MoU ସ୍ଵାକ୍ଷର ହୋଇଛି | ଆଭାସୀ ମାଧ୍ୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଲୋକସେବା…

    Continue reading
    ସଚିବାଳୟର ଅଧିକାରୀମାନଙ୍କ ପାଇଁ ‘ପୋଶ୍’ ସଚେତନତା କର୍ମଶାଳା

    ଭୁବନେଶ୍ୱର, ୨୪/୦୩/୨୦୨୬: କର୍ମକ୍ଷେତ୍ରରେ ମହିଳାମାନଙ୍କ ଯୌନ ନିର୍ଯାତନା (ପ୍ରତିରୋଧ, ନିଷେଧ ଏବଂ ନିରାକରଣ) ଅଧିନିୟମ, ୨୦୧୩ (POSH Act) ଉପରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏକ କର୍ମଶାଳା ଭୁବନେଶ୍ୱରସ୍ଥିତ ରାଜ୍ୟ ସଚିବାଳୟର ଅଧିକାରୀମାନଙ୍କ ପାଇଁ ଅନୁଷ୍ଠିତ ହୋଇଯାଇଛି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ