ଶୀତଳଭଣ୍ଡାର ବନ୍ଦକୁ ନେଇ ଗୃହରେ ଉଦବେଗ

ଭୁବନେଶ୍ୱର: ରାଜ୍ୟରେ ଶୀତଳ ଭଣ୍ଡାର ବନ୍ଦକୁ ନେଇ ଗୃହରେ ଉଦବେଗ ପ୍ରକାଶ କରିଛନ୍ତି ବିଜେଡି ବିଧାୟକ ଗଣେଶ୍ୱର ବେହେରା । ବିଜୁଳି ଦର ବୃଦ୍ଧି ଯୋଗୁ ଶୀତଳଭଣ୍ଡାର ବନ୍ଦକୁ ନେଇ ଶ୍ରୀ ବେହେରା ବିଧାନସଭାରେ ଉଦବେଗ ପ୍ରକାଶ କରିଛନ୍ତି ।
ତେବେ ବିଦୁ୍ୟତ ଦର ପାଇଁ ଶୀଳଭଣ୍ଡାର ବନ୍ଦ ହୋଇନଥିବା ଉପମୁଖ୍ୟମନ୍ତ୍ରୀ କେ ଭି ସିଂହଦେଓ କହିଛନ୍ତି । ଅର୍ଥତତ୍ତ୍ୱ ଭଳି ଚିଟଫଣ୍ଡ ସଂସ୍ଥାକୁ ଦିଆଗଲା, ସେମାନେ ବନ୍ଧକ ରଖିଲେ । ବନ୍ଧକ ଯୋଗ ଶୀତଳଭଣ୍ଡାର ବନ୍ଦ ରହିଲା । ବିକଳ୍ପ ଚାଷ ବିବିଧିକରଣ କରିବାକୁ ବିଚାର କରାଯିବ । ୫୮ଟି ଶୀତଳଭଣ୍ଡାର ପିପିପି ମୋଡରେ ହାଇବ୍ରିଡ ଢ଼ାଞ୍ଚାରେ କରାଯିବ । ଯାହା ଉଭୟ ବୈଦୁ୍ୟତିକ ଓ ସୌରଚାଳିତ ହେବ ବୋଲି ଶ୍ରୀ ସିଂହଦେଓ କହିଛନ୍ତି ।

  • Related Posts

    ହସ୍ତତନ୍ତ ପିନ୍ଧି ଓଡ଼ିଶା ବାସୀ ପାଳିଲେ “ଆମ ପୋଷାକ ଆମ ପରିଚୟ” ଦିବସ

    ୨ ଏପ୍ରିଲ, ୨୦୨୬, ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ…

    Continue reading
    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ