ଶେଷ ହେଲା ବିଧାନସଭା ଶୀତକାଳୀନ ଅଧିବେଶନ

ଭୁବନେଶ୍ବର: ଶେଷ ହେଲା ବିଧାନସଭା ଶୀତକାଳୀନ ଅଧିବେଶନ। ୧୬ ଟି କାର୍ୟ୍ୟ ଦିବସ ପୂର୍ବରୁ ବନ୍ଦ ହେଲା ଗୃହ। ଅନିର୍ଦ୍ଧିଷ୍ଟ କାର୍ୟ୍ୟକାଳ ପାଇଁ ଗୃହକୁ ମୁଲତବି ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ। ଏହି ଅଧିବେଶନରେ ୧୨ ଟି କାର୍ୟ୍ୟ ଦିବସ ଅନୁଷ୍ଠିତ ହୋଇଛି। ଏଥର ବିଧାନସଭାରେ ଅତିରିକ୍ତ ବଜେଟ ପାରିତ ହୋଇଛି । ୨ ଟି ସରକାରୀ ବିଲ ପାରିତ ସହ ୧୦ଟି ବେସରକାରୀ ବିଲ ଆଗତ ହୋଇଥିଲା।ଗୃହରେ ବହୁ ଗୁରୁତ୍ବପୂର୍ଣ୍ଣ ବିଷୟରେ ଆଲୋଚନା ହୋଇଛି। ପରିଚାଳନା ପାଇଁ ସମସ୍ତଙ୍କୁ ଗୃହରେ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ।

  • Related Posts

    ହସ୍ତତନ୍ତ ପିନ୍ଧି ଓଡ଼ିଶା ବାସୀ ପାଳିଲେ “ଆମ ପୋଷାକ ଆମ ପରିଚୟ” ଦିବସ

    ୨ ଏପ୍ରିଲ, ୨୦୨୬, ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଏପ୍ରିଲ ୧ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଳନ ହେଉଛି ଓଡ଼ିଆ ପକ୍ଷ। ଆଜି ଓଡ଼ିଆ ପକ୍ଷ ପାଳନର ଦ୍ଵିତୀୟ ଦିବସରେ ଓଡ଼ିଶା ବାସୀ ପାରମ୍ପରିକ ପୋଷାକ…

    Continue reading
    ରାଜ୍ୟରେ ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର

    ଭୁବନେଶ୍ଵର : ରାଜ୍ୟରେ ଜନଗଣନାକୁ ନେଇ ଆସିଲା ବଡ଼ ଅପଡେଟ୍। ପ୍ରଥମ ଦିନରେ ସ୍ଵଜନଗଣନା କରିଛନ୍ତି ୧୭ ହଜାର ଲୋକ। ସ୍ଵଜନଗଣନା ପ୍ରକ୍ରିୟାରେ ଅଧିକରୁ ଅଧିକ ସାମିଲ ହେବା ପାଇଁ ସାଧାରଣ ଲୋକଙ୍କୁ ଅପିଲ୍ କଲେ ମୁଖ୍ୟ ଶାସନ ସଚିବ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ