ଶ୍ରୀମନ୍ଦିରରେରକ୍ତ ଛିଟା,ମହାପ୍ରଭୁଙ୍କ ବଡ଼ ମହାସ୍ନାନ

ପୁରୀ: ଶୁକ୍ରବାର ସକାଳେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ବଡ଼ ମହାସ୍ନାନ ଅନୁଷ୍ଠିତ ହୋଇଛି । ଶ୍ରୀମନ୍ଦିର ଭିତର କାଠ ନିକଟରେ ରକ୍ତ ପଡ଼ିଥିବା କାରଣରୁ ମହାପ୍ରଭୁଙ୍କ ବଡ଼ ମହାସ୍ନାନ କରାଯାଇଛି । ଶୁକ୍ରବାର ଶ୍ରୀବିଗ୍ରହମାନଙ୍କ ମଙ୍ଗଳ ଆଳତି ସମୟରେ କାଠ ନିକଟରେ ରକ୍ତ ଛିଟା ପଡ଼ିଥିବା ସେବାୟତ ଦେଖିବାକୁ ଯାଇଥିଲେ ।

ଭିତର କାଠ ନିକଟରେ ରକ୍ତ ଛିଟା ପଡିବା ସେବାୟତଙ୍କ ଦୃଷ୍ଟି ଗୋଚର ହେବା କ୍ଷଣି ସମସ୍ତ ନୀତିକୁ ବନ୍ଦ କରାଯିବା ସହ ସର୍ବ ସାଧାରଣ ଦର୍ଶନ ବନ୍ଦ କରାଯାଇଥିଲା। ପରେ ଶ୍ରୀବିଗ୍ରହଙ୍କ ମଡ ମହାସ୍ନାନ ନିମନ୍ତେ ନୀତି ଆରମ୍ଭ ହୋଇଥିଲା। ଧୁଆ ଧୋଇ ହୋଇ ଚୂନ ପାଣି ପଡିଥିଲା। ସିଂହାସନ ଧୁଆ ମହାସ୍ନାନ ପୂଜା, ମହାସ୍ନାନ ପୂଜା ଶେଷ ପରେ ମଇଲମ ହୋଇ ସମସ୍ତ ନୀତି ସମ୍ପନ୍ନ ହେବା ପରେ ପୁନଃବାର ଦର୍ଶନ ଆରମ୍ଭ ହୋଇଥିଲା।

  • Related Posts

    ମେଟାକୁ କୋର୍ଟଙ୍କ ନିର୍ଦେଶ; ମୋଦୀ-ମହିଳାଙ୍କ ଫଟୋ ହଟାଅ

    ନୂଆଦିଲ୍ଲୀ: କକ୍ରୋଚ୍ ଜନତା ପାର୍ଟି (ସିଜେପି) ନେତା ସୌରଭ ଦାସ, ଅଭିଜିତ ଦୀପକେ, ଆଶୁତୋଷ ରଙ୍କା ଓ ରତ୍ନ ସିଂହଙ୍କୁ ଦିଲ୍ଲୀ ହାଇକୋର୍ଟ ଶୁକ୍ରବାର ନୋଟିସ୍ ଜାରି କରିଛନ୍ତି। ଚଳିତ ବର୍ଷ ଯନ୍ତରମନ୍ତରରେ ହୋଇଥିବା ବିକ୍ଷୋଭ ପ୍ରଦର୍ଶନ ସମୟରେ ଜଣେ ମହିଳାଙ୍କ…

    Continue reading
    ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର ଅଗ୍ରଗତି ସମୀକ୍ଷା

    ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଦ୍ୱାରା କାର୍ଯ୍ୟକାରୀ ହେଉଥିବା ଗୁରୁତ୍ୱପୂର୍ଣ୍ଣ ‘ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ’ ଯୋଜନାର କାର୍ଯ୍ୟକାରିତା ସଂପର୍କିତ ରାଜ୍ୟସ୍ତରୀୟ ପରିଚାଳନା କମିଟିର ପ୍ରଥମ ବୈଠକ ଲୋକସେବା ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଶାସନ ସଚିବ ଅନୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ