ଶ୍ରୀମନ୍ଦିର ସମ୍ମୁଖରେ ଭକ୍ତ-ସେବାୟତ ଧସ୍ତାଧସ୍ତି

ପୁରୀ: ପୁରୀ ଶ୍ରୀମନ୍ଦିର ସମ୍ମୁଖରେ ଅଭାବନୀୟ ଦୃଶ୍ୟ । ସିଂହଦ୍ୱାର ସମ୍ମୁଖ ବ୍ୟାରିକେଡ୍‌ରେ ଭକ୍ତ-ସେବାୟତ ଧସ୍ତାଧସ୍ତି । ପୋଲିସ ସମ୍ମୁଖରେ ଏଭଳି ଘଟଣା ଘଟିଥିବା ଜଣାପଡିଛି ।

ସୂଚନା ମୁତାବକ, ରବିବାର ମଧ୍ୟାହ୍ନ ସମୟରେ ଶ୍ରୀମନ୍ଦିରରେ ଦର୍ଶନ ପାଇଁ ଭକ୍ତଙ୍କ ଭିଡ ଲାଗିଥିଲା । ଏହି ସମୟରେ ସିଂହଦ୍ୱାର ସମ୍ମୁଖରେ ଘଟିଲା ଅଭାବନୀୟ ଘଟଣା । କୌଣସି କାରଣକୁ ନେଇ ଭକ୍ତ ଏବଂ ସେବାୟତଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା । ଦର୍ଶନ ପାଇଁ ସିଂହଦ୍ଵାର ସମ୍ମୁଖ ବ୍ୟାରିକେଡ଼ରେ ପ୍ରବେଶ ଉଦ୍ୟମ ବେଳେ ଭକ୍ତଙ୍କ ସହ ସେବାୟତଙ୍କ ଠେଲାପେଲା ହୋଇଥିଲା । ପୋଲିସ ଘଟଣାସ୍ଥଳରେ ଥାଇ ମଧ୍ୟ ବିବାଦକୁ ଅଟକାଇ ପାରିନଥିଲେ ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ