ଶ୍ଵାସରୁଦ୍ଧ ହୋଇ ୨ ମୃତ

ସମ୍ବଲପୁର: ଆଜି ସକାଳ ପ୍ରାୟ ୯ଟାରେ ବାମରା ବ୍ଲକ କେଶାଇବାହାଲ ଠାରେ ନୂତନ ଭାବେ ତିଆରି ହୋଇଥିବା ଶୌଚାଳୟ ଟାଙ୍କି ଭିତରକୁ ପଶି ସେଣ୍ଟରିଂ ଖୋଳୁଥିବା ବେଳେ ୪ଜଣ ଗୁରୁତର ହୋଇ ପଡ଼ିଥିଲେ । ସେଥି ମଧ୍ୟରୁ ୨ ଜଣ ବ୍ୟକ୍ତି ଶ୍ଵାସରୁଦ୍ଧ ହୋଇ ମୃତ୍ୟୁମୁଖରେ ପଡ଼ିଛନ୍ତି।

କୁଚିଣ୍ଡା ଡାକ୍ତରଖାନାରେ ଶବ ବ୍ୟବଚ୍ଛେଦ ପାଇଁ ରହିଛି । ଏ ନେଇ କେଶାଇ ବାହାଲ ଠାରେ ଉତ୍ତେଜନା ପ୍ରକାଶ ପାଇଛି । ଗତ ପ୍ରାୟ ୫ ବର୍ଷରୁ ଅଧିକ ହେବ ସେଠାରେ ଡାକ୍ତର ନାହାନ୍ତି।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ