ସଂସଦ ଭବନ ପରିସରରେ ବିଜେଡି ସାଂସଦଙ୍କ ପ୍ରତିବାଦ,କାହିଁକି ଜାଣନ୍ତୁ

ଭୁବନେଶ୍ବର: ରାଜ୍ୟରେ ବଢି ଚାଲିଛି ନାରୀ ନିର୍ୟାତନା । ନାରୀ ଓ ଶିଶୁଙ୍କ ସୁରକ୍ଷା ପାଇଁ ସଂସଦ ଭବନ ପରିସରରେ ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତୀ ତଳେ ବିଜେଡି ସାଂସଦମାନେ ଶାନ୍ତିପୂର୍ଣ୍ଣ ପ୍ରତିବାଦ କରିଛନ୍ତି। ରାଜ୍ୟରେ ବଢି ଚାଲିଥିବା ନାରୀ ନିର୍ୟାତନା ଏବଂ ରାଜ୍ୟ ସରକାରଙ୍କ ବିଫଳତାକୁ ନେଇ ଦିଲ୍ଲୀରେ ବିଜେଡି ପ୍ରତିବାଦ କରିଛି। ଓଡ଼ିଶାରେ ଆଇନଶୃଙ୍ଖଳା ସମ୍ପୂର୍ଣ୍ଣ ଭୁଶୁଡିଛି। ଏଫଏମ ଛାତ୍ରୀ ମୃତ୍ୟୁର ବିଚାର ବିଭାଗୀୟ ତଦନ୍ତ ଦାବି ଓ ବଳଙ୍ଗା ପୀଡିତାଙ୍କ ପାଇଁ ନ୍ୟାୟ ଦାବିରେ ବିକ୍ଷୋଭ କରିଛି ବିଜେଡ଼ି। ନାରୀ ସୁରକ୍ଷା ପ୍ରସଙ୍ଗ ସଂସଦରେ ଉଠାଇବ ବିଜେଡି। କୁମ୍ଭକର୍ଣ୍ଣ ନିଦରେ ଡବଲ ଇଞ୍ଜିନ ସରକାର। ଦୋଷୀକୁ ଧରିବାରେ ରାଜ୍ୟ ସରକାର ବିଫଳ ହୋଇଛି ବୋଲି ବିଜେଡ଼ି କହିଛି।

  • Related Posts

    ବନ୍ଦକୁ ଜନସମର୍ଥନ ମିଳିଛି : ଭକ୍ତ

    ଭୁବନେଶ୍ୱର, ୮ ।୧୦ : ଚାରିଟି ଗୁରୁତ୍ୱପୂର୍ଣ ଦାବିକୁ ନେଇ ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡିଶା ବନ୍ଦ ଡାକରାକୁ ଜନସମର୍ଥନ ମିଳିଛି ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି । ଏହି ଅବସରରେ ଗଣମାଧ୍ୟମ ପ୍ରଶ୍ନର ଉତ୍ତର…

    Continue reading
    ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ଓ ଶିଶୁ ବିକାଶ ଜରିଆରେ ସାମାଜିକ କ୍ଷେତ୍ରର ବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବୈଠକ- ‘ପ୍ରୟାସ’

    ତୃଣମୂଳ ସ୍ତରରେ ସମସ୍ୟାକୁ ଚିହ୍ନଟ କରି ଏହାର ସମାଧାନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ ଆରୋପ ‘ସୁପୋଷିତ ଓଡ଼ିଶା’, ପ୍ରାଥମିକ ସ୍ତରରୁ ଶିକ୍ଷାର ମାନ ବୃଦ୍ଧି ପାଇଁ ଅଭିଯାନକୁ ଜୋରଦାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଭୁବନେଶ୍ୱର ୮ ଅକ୍ଟୋବର ୨୦୨୬ ଆଜି ଲୋକସେବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ