ସଡ଼କ ଦୁର୍ଘଟଣା:୬ ମୃତ, ୫ ଆହତ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ଅନ୍ତର୍ଗତ ଗଏକାନପାଲି ନିକଟରେ ଆଜି ସକାଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରେଲରକୁ ପିକଅପ୍‌ ଭ୍ୟାନ୍‌ଟି ପଛରୁ ଧକ୍କା ଦେବାରୁ ୬ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆଜି ସକାଳେ କିଛି ଲୋକ ସଂକୀର୍ତ୍ତନ ସାରି ପିକଅପ୍‌ ଭ୍ୟାନ୍‌ରେ ନିଜ ଘରକୁ ଫେରୁଥିଲେ। ଏହି ସମୟରେ ରାସ୍ତାକଡ଼ରେ ଠିଆ ହୋଇଥିବା ଟ୍ରେଲରକୁ ପିକଅପ୍‌ ଭ୍ୟାନ୍‌ଟି ପଛରୁ ଧକ୍କା ଦେଇଥିଲା।ଦୁର୍ଘଟଣାରେ ୬ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ଜଣ ଆହତ ହୋଇଥିଲେ। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ