ସମରଝୋଳ ଛକ ଦୁର୍ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା

ବ୍ରହ୍ମପୁର: ସମରଝୋଳ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ସରକାର ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଛନ୍ତି। ଗୁରୁତର ଆହତଙ୍କ ପାଇଁ ୧ ଲକ୍ଷ ଟଙ୍କାର ସହାୟତା ଘୋଷଣା କରାଯାଇଛି। ଏହି ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ତେବେ ଏହି ଦୁର୍ଘଟଣାରେ ୪ ମୃତ, ୨୦ରୁ ଅଧିକ ଆହତ ହୋଇଛନ୍ତି।

 

ସମରଝୋଳ ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିଲା। ଏହି ଦୁର୍ଘଟଣାରେ ବସ୍ ସହ ତେଲ ଟ୍ୟାଙ୍କର ଧକ୍କା ହୋଇଛି। ସୂଚନାନୁଯାୟୀ, ରାସ୍ତାକଡ଼ ଚାହା ଦୋକାନ ଉପରକୁ ଗାଡ଼ି ମାଡ଼ିଯାଇଥିଲା। ତେବେ ଏହି ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଅଧିକ ଜଣ ଆହତ ହୋଇଛନ୍ତି। ଚା’ ଦୋକାନରେ ଚା’ ପିଉଥିବା ୩ଜଣଙ୍କର ମୃତ୍ୟୁ ଘଟିଛି। ବସର ଜଣେ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ସୂଚନା ରହିଛି।

  • Related Posts

    ‘ଓମ୍‌ଫେଡ୍’ ପୁଣି ଥରେ ଜାତୀୟ ସ୍ତରରେ ରାଜ୍ୟ ପାଇଁ ଗୌରବ ଆଣିଛି

    ଭୁବନେଶ୍ୱର: ଓଡ଼ିଶାର ପ୍ରମୁଖ ଦୁଗ୍ଧ ସମବାୟ ସଂସ୍ଥା ‘ଓମ୍‌ଫେଡ୍’ ପୁଣି ଥରେ ଜାତୀୟ ସ୍ତରରେ ରାଜ୍ୟ ପାଇଁ ଗୌରବ ଆଣିଦେଇଛି । ନୂଆଦିଲ୍ଲୀର ପ୍ରସିଦ୍ଧ ପ୍ରଗତି ମୈଦାନସ୍ଥିତ ‘ଭାରତ ମଣ୍ଡପମ୍’ଠାରେ ଅନୁଷ୍ଠିତ ଜାତୀୟ ସ୍ତରୀୟ ଏକ୍ସପୋରେ ଓମ୍‌ଫେଡ୍ ସମଗ୍ର ଦେଶରେ ଶ୍ରେଷ୍ଠ…

    Continue reading
    ନୌସେନାରେ ସାମିଲ ହେଲା INS ମହେନ୍ଦ୍ରଗିରି

    ବିଶାଖାପାଟଣା: ଭାରତୀୟ ନୌସେନାରେ ସାମିଲ ହେଲା ‘INS ମହେନ୍ଦ୍ରଗିରି’ । ହିନ୍ଦ ମହାସାଗର ଏବଂ ଇଣ୍ଡୋ-ପାସିଫିକ୍ କ୍ଷେତ୍ରରେ ବଢୁଥିବା ରଣନୀତିକ ତିକ୍ତତା ଓ ଗ୍ଲୋବାଲ ଚ୍ୟାଲେଞ୍ଜ ମଧ୍ୟରେ ଭାରତୀୟ ନୌସେନାର ଶକ୍ତି ଆହୁରି ବୃଦ୍ଧି ପାଇଛି । ଶନିବାର ବିଶାଖାପାଟଣା ନେଭାଲ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ