ସମଲେଇଙ୍କ ପାଇଁ ବ୍ୟବହାର ହେବ ଓମ୍‌ଫେଡ୍‌ ଘିଅ

ସମ୍ବଲପୁର: ମା’ ସମଲେଇ ମନ୍ଦିରରେ ଏଣିକି ବ୍ୟବହାର ହେବ ଓମ୍‌ଫେଡ୍‌ ଘିଅ। ଓମ୍‌ଫେଡ୍‌ ଘିଅ ବ୍ୟବହାର ନେଇ ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଗର୍ଭଗୃହରେ ଅଖଣ୍ଡ ଦୀପ ଓ ମହାଆଳତି ପାଇଁ ବ୍ୟବହାର ଏହି ଘିଅ ବ୍ୟବହାର କରାଯିବ। ମନ୍ଦିରର ପବିତ୍ରତା ଓ ସେବାୟତଙ୍କ ସ୍ବାସ୍ଥ୍ୟକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଥିବା ମନ୍ଦିର ଟ୍ରଷ୍ଟ ବୋର୍ଡ କହିଛି।

  • Related Posts

    ଆଇଏଏସ୍‌ସ୍ତରରେ ଅଦଳବଦଳ : ମହେଶ୍ୱର ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ

    ଭୁବନେଶ୍ୱର, ୭ ।୧୦ : ରାଜ୍ୟରେ ଆଇଏଏସ୍‌ସ୍ତରରେ ଛୋଟ ଧରଣର ଅଦଳବଦଳ କରାଯାଇଛି । ନବରଙ୍ଗପୁର ଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଥିବା ମହେଶ୍ୱର ସ୍ୱାଇଁଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ବଦଳି କରାଯାଇଛି । ସେହିପରି ନୂଆପଡା ଜିଲ୍ଲାପାଳ ମଧୁସୂଦନ ଦାଶଙ୍କୁ…

    Continue reading
    ଆସନ୍ତାକାଲି ବନ୍ଦ : ଜାଣନ୍ତୁ କ’ଣ ବନ୍ଦ ରହିବ ? କ’ଣ ଖୋଲା ରହିବ ?

    ଦୋକାନ, ବଜାର, ବ୍ୟବସାୟିକ ପ୍ରତିଷ୍ଠାନ, ଘରୋଇ କାର୍ଯ୍ୟାଳୟ ଓ ଅନ୍ୟାନ୍ୟ ସାଧାରଣ ବ୍ୟବସାୟିକ କାର୍ଯ୍ୟକଳାପ ବନ୍ଦ ରହିବ । ସରକାରୀ ଓ ବେସରକାରୀ ଅଫିସ୍‌, ଶିକ୍ଷାନୁଷ୍ଠାନ, ବଜାର ଓ ବ୍ୟବସାୟିକ ପ୍ରତିଷ୍ଠାନର ସାଧାରଣ କାର୍ଯ୍ୟକଳାପ ବନ୍ଦ ପାଇଁ ଗଣତାନ୍ତ୍ରିକ ଭାବେ ପିକେଟିଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ