ସମ୍ବଲପୁରୀ ଦିନ୍, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ହେଉଛି ସମ୍ବଲପୁରୀ ଦିନ୍। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସମ୍ବଲପୁରୀ ଦିନ ତଥା ଗୁରୁ ସତ୍ୟନାରାୟଣ ବହିଦାରଙ୍କ ଜୟନ୍ତୀ ଅବସରରେ ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ। ଆମର ସମ୍ବଲପୁରୀ ଭାଷା, ସଂସ୍କୃତି, ଲୋକକଳା, ଲୋକଗୀତ, ନୃତ୍ୟ, ହସ୍ତତନ୍ତ ବୁଣାକାର୍ଯ୍ୟ ଓ ପରମ୍ପରା ଆମର ଗୌରବ ଏବଂ ପରିଚୟ। ପିଢ଼ି ପରେ ପିଢ଼ି ଧରି ଏହି ସମୃଦ୍ଧ ଐତିହ୍ୟ ଆମକୁ ଏକତାର ସୂତ୍ରରେ ବାନ୍ଧି ରଖିଛି ଏବଂ ସାରା ବିଶ୍ୱରେ ଓଡ଼ିଶାର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି। ଆସନ୍ତୁ ଏହି ଶୁଭ ଅବସରରେ ଆମର ଐତିହ୍ୟ, ଆମର ଗୌରବ ଓ ଆମର ପରିଚୟକୁ ଆହୁରି ସମୃଦ୍ଧ କରିବାର ସଂକଳ୍ପ ନେବା।

  • Related Posts

    ବିଧାନସଭା ଉପନିର୍ବାଚନରେ ପ୍ରଶାନ୍ତ କିଶୋର ଆଗୁଆ

    ପାଟନା: ବିହାର, ଗୁଜରାଟ ଏବଂ ମଧ୍ୟପ୍ରଦେଶର ଗୋଟିଏ ଲେଖାଏଁ ଆସନର ହୋଇଥିବା ଉପନର୍ବାଚନରେ ଫଳାଫଳ ଆଜି ପ୍ରକାଶ ପାଇବ । ଏ ନେଇ ଭୋଟ୍ ଗଣତି ଜାରି ରହିଛି । ଏଥିରେ ବିହାରର ବାଙ୍କୀପୁର, ବିଧାନସଭା ଉପନିର୍ବାଚନର ଭୋଟ୍ ଗଣତିରେ ଜନ୍…

    Continue reading
    ବିପତ୍ତି ସମୟରେ ରାଜନୀତି ନକରି ସେବା ଉପରେ ଗୁରୁତ୍ୱ ଦିଅ: ରାଜସ୍ୱ ମନ୍ତ୍ରୀ

    ଓଡ଼ିଶାରେ ବନ୍ୟା ସ୍ଥିତିରେ ସୁଧାର, କ୍ଷୟକ୍ଷତି ଆକଳନ ଆରମ୍ଭ ଭୁବନେଶ୍ୱର: ବନ୍ୟା ସମୟରେ ଚାଲିଥିବା ରାଜନୈତିକ ବୟାନବାଜିକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି, “ଯେଉଁମାନେ କେବଳ ବୟାନବାଜି କରନ୍ତି ସେମାନେ ପ୍ରକୃତରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ