ସମୟ କହିବ ଆଗକୁ କଣ ହେବ: ବିଜେଡି

ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ଅତନୁ ସବ୍ୟସାଚୀ ନାୟକଙ୍କ ବୟାନକୁ ନେଇକଟାକ୍ଷ କରିଛନ୍ତି ସମ୍ବଲପୁର ବିଧାୟକ ତଥା ବରିଷ୍ଠ ବିଜେପି ନେତା ଜୟନାରାୟଣ ମିଶ୍ର। ସେ କହିଛନ୍ତି, ଆଇସିୟୁରେ ବିଜେଡି। ଏବେ ସାଲାଇନ୍ ଲାଗିଛି। ଅତନୁ ବାବୁ କହୁଛନ୍ତି କଂଗ୍ରେସ ସହିତ ମିଶି ସରକାର କରିବେ। ସ୍ଵାଗତ।  କିନ୍ତୁ ବିଜେଡି ଦଳ ରହିଲେ ତ। ବିଜେଡିର ଆୟୁଷ ବହୁତ କମ୍। ଏବେ ତ ବିଜେଡ଼ି ସାଲାଇନ ଓ ଆଇସିୟୁରେ ଅଛି।  ଦଳ ଯେହେତୁ ଭାଙ୍ଗିଯାଉଛି, ତାକୁ ବଞ୍ଚାଇବାକୁ ଅତନୁ ବାବୁ ଏଭଳି କହୁଛନ୍ତି।ଏଣେ ଜୟ ନାରାୟଣ କହିବା ପରେ ପ୍ରତିକ୍ରିୟା ରଖିଲା ବିଜେଡି। ବିଜେଡି ବିଧାୟକ ଧ୍ରୁବ ସାହୁ କହିଛନ୍ତି, ସମୟ କହିବ ଆଗକୁ କଣ ହେବ। ଓଡ଼ିଶାର ଜନସାଧାରଣ ସେହି ନିଷ୍ପତ୍ତି ନେବେ। ବିଜେପି ଏଭଳି ଦିବା ସ୍ୱପ୍ନ ଦେଖିବା ଛାଡ଼ନ୍ତୁ । ୪ ମାସ ମଧ୍ୟରେ କିଏ ଆଇସିୟୁକୁ ଯାଇଛି ତାହା ଓଡ଼ିଶାର ଲୋକେ ଦେଖୁଛନ୍ତି ଆଗକୁ ତାହାର ବିଚାର କରିବେ।

  • Related Posts

    ପଶ୍ଚିମବଙ୍ଗରେ ପ୍ରଚାର ମଇଦାନରେ ମୋହନ ମାଝୀ

    ଭୁବନେଶ୍ୱର: ପଶ୍ଚିମବଙ୍ଗ ପ୍ରଚାର ମଇଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପଶ୍ଚିମବଙ୍ଗରେ ବିଜେପି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ । ନିର୍ବାଚନ ରାଲି ଓ ପ୍ରଚାର ସଭାକୁ ସମ୍ୱୋଧିତ କରି ବିଜେପି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ । ପୂର୍ବରୁ…

    Continue reading
    ବଦଳିବେନି କଂଗ୍ରେସ ବିଧାୟକ ଦଳ ନେତା: ଭକ୍ତ ଦାସ

    ଭୁବନେଶ୍ୱର: କଂଗ୍ରେସ ବିଧାୟକଙ୍କ ଦିଲ୍ଲୀ ଗସ୍ତ ଏବଂ ବିଧାୟକ ଦଳ ନେତା ପରିବର୍ତ୍ତନ ଚର୍ଚ୍ଚା ଭିତରେ ବଡ଼ ବୟାନ ଦେଇଛନ୍ତି ପିସିସି ସଭାପତି । କହିଛନ୍ତି, କଂଗ୍ରେସ ବିଧାୟକ ମାନେ ଦିଲ୍ଲୀ ବୁଲିବାକୁ ଯାଇଛନ୍ତି । କଂଗ୍ରେସ ବିଧାୟକ ଦଳ ନେତା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ