ସରକାରଙ୍କ ବଡ଼ ଘୋଷଣା, ୬୦ବର୍ଷ ବୟସ୍କଙ୍କୁ ପ୍ରତିମାସରେ ମିଳିବ ବାର୍ଦ୍ଧକ୍ୟ ଭତ୍ତା

ନୂଆଦିଲ୍ଲୀ: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ବିଶେଷକରି ବରିଷ୍ଠ ଜନସାଧାରଣଙ୍କ ପାଇଁ ସରକାର କରିଛନ୍ତି ବଡ଼ ଘୋଷଣା। ବାର୍ଦ୍ଧକ୍ୟ ଭତ୍ତା ନେଇ ରାଜ୍ୟ ସରକାର ବଡ଼ ଘୋଷଣା କରିଛନ୍ତି। ବାର୍ଦ୍ଧକ୍ୟ ଭତ୍ତାକୁ ୨୫୦୦ ଟଙ୍କା ବଢାଇଛନ୍ତି ସରକାର।

ସରକାର ୮୦ ହଜାର ବୃଦ୍ଧାବୃଦ୍ଧଙ୍କ ପାଇଁ ଏହି ନୂଆ ବାର୍ଦ୍ଧକ୍ୟ ଭତ୍ତା ବ୍ୟବସ୍ଥା ଆରମ୍ଭ କରିବାକୁ ଯାଉଛନ୍ତି। ଯାହା ଖୁବଶୀଘ୍ର ଲାଗୁ ହେବ । ଲାଗୁ ହେବାପରେ ବର୍ତ୍ତମାନ ୫ ଲକ୍ଷ ୩୦ ହଜାର ବୟସ୍କଙ୍କୁ ପେନସନ ମିଳିବ।

ଏହା ଲାଗୁ ହେବା ପରେ ଗତ ୨୪ ଘଣ୍ଟା ମଧ୍ୟରେ ୧୦ ହଜାର ଆବେଦନ ଆସିଛି। ତେଣୁ ଏହାକୁ ବିଚାର କରାଯାଇ, ସେମାନଙ୍କୁ ଏହି ଯୋଜନାରେ ସାମିଲ କରାଯିବ । ଦିଲ୍ଲୀ ସରକାରଙ୍କ ଘୋଷଣା ଅନୁସାରେ, ୬୦ରୁ ୬୯ ବର୍ଷ ବୟସର ବୃଦ୍ଧାବୃଦ୍ଧଙ୍କୁ ପ୍ରତିମାସରେ ୨ ହଜାର ଟଙ୍କା ଭତ୍ତା ଦିଆଯିବ। ସେହିପରି ୭୦ ବର୍ଷରୁ ଅଧିକ ବୟସର ଲୋକଙ୍କୁ ମାସିକ ୨୫୦୦ ଟଙ୍କା ଭତ୍ତା ପ୍ରଦାନ କରାଯିବ।

  • Related Posts

    ବିଶ୍ୱସ୍ତରୀୟ ଚଳଚ୍ଚିତ୍ର ନିର୍ମାଣ ଲାଗି ଇଣ୍ଡିଆ ସିନେ ହବ୍ ପୋର୍ଟାଲ୍

    ନୂଆଦିଲ୍ଲୀ: ଗଣ ଯୋଗାଯୋଗ କ୍ଷେତ୍ରରେ କେନ୍ଦ୍ର-ରାଜ୍ୟ ସମନ୍ୱୟକୁ ସୁଦୃଢ଼ କରିବା, ପ୍ରେସ୍ ସେବା ପୋର୍ଟାଲ୍ ଏବଂ ଇଣ୍ଡିଆ ସିନେ ହବ୍ର ପୂର୍ଣ୍ଣାଙ୍ଗ କାର୍ଯ୍ୟକାରିତା ସୁନିଶ୍ଚିତ କରିବା ତଥା ଚଳଚ୍ଚିତ୍ର ଭିତ୍ତିଭୂମି ବିକାଶ ଓ ବିଭିନ୍ନ କ୍ଷେତ୍ରରେ ଭାରତର ସୃଜନଶୀଳ ଅର୍ଥବ୍ୟବସ୍ଥାକୁ ପ୍ରୋତ୍ସାହିତ…

    ସୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା

    ଭୁବନେଶ୍ୱର:ସୋଭନା ମହାନ୍ତି ହେଲେ ନୂଆ ମହିଳା କମିଶନ ଅଧ୍ୟକ୍ଷା । ୩ ବର୍ଷ ପାଇଁ ରାଜ୍ୟ ସରକାର ତାଙ୍କୁ ନିଯୁକ୍ତି ଦେଇଛନ୍ତି । ସେହିପରି ଶିଶୁ ସୁରକ୍ଷା ଆୟୋଗ ଅଧ୍ୟକ୍ଷା ଭାବେ ବବିତା ପାତ୍ର ନିଯୁକ୍ତ ହୋଇଛନ୍ତି । ୩ ବର୍ଷ…

    Leave a Reply

    Your email address will not be published. Required fields are marked *

    You Missed

    ବିଶ୍ୱସ୍ତରୀୟ ଚଳଚ୍ଚିତ୍ର ନିର୍ମାଣ ଲାଗି ଇଣ୍ଡିଆ ସିନେ ହବ୍ ପୋର୍ଟାଲ୍

    ସୋଭନା ମହାନ୍ତି ହେଲେ ମହିଳା କମିଶନ ଅଧ୍ୟକ୍ଷା

    ବୋର୍ଡ ଉପସଭାପତି ନିହାର ରଂଜନ ମହାନ୍ତି ନିଲମ୍ବିତ

    ଧାରଣାରେ ୫୫ ଆଦିବାସୀ ପରିବାର

    ଇନଷ୍ଟ୍ରାଗ୍ରାମରେ ଦୀପିକାଙ୍କ ନୂଆ ରେକର୍ଡ ରିଲ୍ସକୁ ମିଳିଲା ୧.୯ ବିଲିୟନ ଭ୍ୟୁ

    ୧୫ ହଜାର ଲାଞ୍ଚ ନେବାବେଳେ ଶିକ୍ଷା ବିଭାଗ କିରାଣିଙ୍କୁ ଧରିଛି ଭିଜିଲାନସ୍