ସରକାରଙ୍କ ଲେଖାକୁ ପଢିଲେ ରାଜ୍ୟପାଳ:ଅରୁଣ ସାହୁ

ଭୁବନେଶ୍ୱର: ରାଜ୍ୟପାଳଙ୍କ ଅଭିଭାଷଣକୁ ନେଇ ତେଜିଲା ରାଜନୀତି । ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନର ପ୍ରଥମ ଦିନରେ ରାଜ୍ୟପାଳ ଡକ୍ଟର ହରିବାବୁ କାମ୍ଭମପତି ତାଙ୍କର ଅଭିଭାଷଣ ରଖିଛନ୍ତି । ରାଜ୍ୟପାଳଙ୍କ ଅଭିଭାଷଣକୁ ସହଜରେ ଗ୍ରହଣ କରିପାରି ନାହାଁନ୍ତି ବିରୋଧୀ । ବିଜେଡି ରାଜ୍ୟପାଳଙ୍କ ଅଭିଭାଷଣକୁ ସାହିତ୍ୟ ସଭାର ଅଳଙ୍କାରିକ ଶବ୍ଦ କହିଥିବା ବେଳେ କଂଗ୍ରେସ କହିଛି ଏଥିରେ କୌଣସି ନୂତନତ୍ଵ ନାହିଁ । ଯାହାକୁ ନେଇ ତେଜିଛି ରାଜନିତୀ ।
“ମୋତେ ଲାଗିଲା ମୁଁ ସାହିତ୍ୟ ସଭାରେ ବସିଛି । କେବଳ ଅଳଂକାରୀଙ୍କ ଶବ୍ଦ ଥିଲା । ଫମ୍ପା ମାଠିଆର ଶବ୍ଦ ବେଶି ।କ୍ୟାବିନେଟ ଦ୍ୱାରା ଲେଖାଯାଇଥିବା ଲେଖାକୁ ପଢୁଥିଲେ ରାଜ୍ୟପାଳ। କଟନୀ ଛଟନୀ ,ପୋଲାଭରମ, ଓଡ଼ିଆ ଅସ୍ମିତା ,ଆଇନ ଶୃଙ୍ଖଳା ସ୍ଥିତି ବିଗିଡି ଯାଇଛି । ସରକାରଙ୍କ ଲେଖାକୁ ପଢିଲେ ରାଜ୍ୟପାଳ,” ବୋଲି କହିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ ।

  • Related Posts

    ରାଜ୍ୟସଭାରେ ଶପଥ ନେଲେ ୩ ସାଂସଦ

    ନୂଆଦିଲ୍ଲୀ: ରାଜ୍ୟସଭାରେ ଶପଥ ନେଇଛନ୍ତି ଓଡ଼ିଶାର ନବ ନିର୍ବାଚିତ ସାଂସଦ । ଓଡ଼ିଶାର ୩ ସାଂସଦ ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ କୁମାର ରାୟ ଆଜି ଓଡ଼ିଆରେ ଶପଥ ନେଇଛନ୍ତି । ରାଜ୍ୟସଭା ଅଧ୍ୟକ୍ଷ ସି. ପି. ରାଧାକ୍ରିଷ୍ଣନ୍…

    Continue reading
    ନେତା ଓ କର୍ମୀ ବିଜେଡି ଛାଡ଼ିବାର ପ୍ରଭାବ ନିଶ୍ଚିତ ପଡ଼ିବ: ଗଣେଶ୍ବର

    ଭୁବନେଶ୍ୱର: ନେତା ଓ କର୍ମୀ ବିଜେଡି ଛାଡ଼ିବା ନେଇ ଗଣେଶ୍ବର ବେହେରା ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସଂଗଠନ ଉପରେ ପ୍ରଭାବ ନିଶ୍ଚିତ ପଡ଼ିବ । ଦଳର ଦୁର୍ଭାଗ୍ୟ କିଛି ବନ୍ଧୁ ଦଳ ଛାଡ଼ିକି ଗଲେ, ନିଶ୍ଚୟ ପ୍ରଭାବ ପଡ଼ିବ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ