ସରକାରୀ ଜମିରେ ଘର ହୋଇଥିଲେ ଚଢିବ ବୁଲ୍‌ଡୋଜର

ଭୁବନେଶ୍ୱର: ଯେଉଁମାନେ ସରକାରୀ ଜମିକୁ ଜବର ଦଖଲ କରି ବଡ଼ ଅଟାଳିକା କରିଛନ୍ତି, ହାଇକୋର୍ଟ ରହିତାଦେଶ ଉଠିବା ପରେ ଚଢ଼ିବ ବୁଲଡଜର। ରାଜସ୍ୱ ବିଭାଗର ଖର୍ଚ୍ଚ ଦାବି ଆଲୋଚନା ବେଳେ ମନ୍ତ୍ରୀ ସୁରେଶ ପୂଜାରୀ ଏହି ସୂଚନା ଦେଇଛନ୍ତି।

ଗରିବଙ୍କୁ ପଟ୍ଟା ପ୍ରଦାନ ନେଇ ମନ୍ତ୍ରୀ କହିଛନ୍ତି, ଗରିବ ଲୋକଙ୍କୁ ପଟ୍ଟା ସହିତ ପକ୍କା ଘର ଦିଆଯିବ। ପ୍ରତି ଶନିବାର ଭୂମିହୀନଙ୍କୁ ଜମି ଦେବା ପାଇଁ ତହସିଲଦାର ଓ ବିଡ଼ିଓଙ୍କ ବୈଠକ ବସିବ। ହିତାଧିକାରୀଙ୍କୁ ପଟ୍ଟା ଓ ଜମି ସହିତ ପକ୍କାଘର ଯୋଗାଇବେ ବିଡ଼ିଓ। ଏ ସରକାର ସମୟରେ ଜଣେ ହେଲେ ଭୂମିହୀନ ରହିବେ ନାହିଁ ବୋଲି ମନ୍ତ୍ରୀ କହିଛନ୍ତି।ମନ୍ତ୍ରୀ ଆହୁରି କହିଛନ୍ତି, ରାଜ୍ୟରେ ୭୦% ଶିକ୍ଷାନୁଷ୍ଠାନର ନିଜସ୍ୱ ଜମି ନାହିଁ। ଡିସେମ୍ବର ୩୦ ସୁଦ୍ଧା ସବୁ ସ୍କୁଲକୁ ଜମି ଦିଆଯିବ। ସବୁ ତହସିଲ ଅଫିସକୁ ଦୁର୍ନୀତି ମୁକ୍ତ କରିବା ପାଇଁ ରେଜିଷ୍ଟ୍ରାସନ୍‌ ଅଫିସକୁ ସ୍ମାର୍ଟ ସର୍ଭିଲାନ୍ସ ବ୍ୟବସ୍ଥା କରାଯାଇଛି। ଆଗାମୀ ଦିନରେ ଏଭଳି ସ୍ମାର୍ଟ ସର୍ଭିଲାନ୍ସ ସିଷ୍ଟମ୍‌ ଆରଆଇ ଅଫିସରେ ଲାଗିବ ବୋଲି ମନ୍ତ୍ରୀ କହିଛନ୍ତି

  • Related Posts

    ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼

    ଧର୍ମଶାଳା: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି। ଯାଜପୁର ଜିଲ୍ଲା ଧର୍ମଶାଳା ଗଡ଼ମଧୁପୁର ପଞ୍ଚାୟତ ପନ୍ତୁରି ଗାଁରେ ଘଟିଛି ଏହି ଘଟଣା। ଏହାର ପ୍ରତିବାଦରେ ଏସ୍‌ପି ଅଫିସ୍ ଆଗରେ ବିଜେଡି କର୍ମୀ ଧାରଣା ଦେଇଛନ୍ତି। ଜିଲ୍ଲାର ପ୍ରମୁଖ ନେତାମାନେ…

    Continue reading
    ‘ବିକଶିତ ଭାରତ’ ନିର୍ମାଣ ପାଇଁ ଭାରତବର୍ଷ ଦୃତ ଗତିରେ ଆଗେଇ ଚାଲିଛି : ଡି.ପୁରନ୍ଦେଶ୍ୱରୀ

    ଭୁବନେଶ୍ୱର: ନାଟକ ବା ପଥପ୍ରାନ୍ତ ନାଟକ ଜରିଆରେ ସରକାରଙ୍କ କଲ୍ୟାଣକାରୀ ଯୋଜନା ଓ ବିକାଶମୁଳକ କାର୍ଯ୍ୟଗୁଡିକୁ ଲୋକଙ୍କ ପାଖରେ ପହଂଚାଇବା ଉଦ୍ଦେଶ୍ୟରେ ‘ନମୋ ସେବା ଗାଥା’ ର ପ୍ରଦର୍ଶନ ଅତ୍ୟନ୍ତ ପ୍ରଶଂସନୀୟ ବୋଲି କହିବା ସହିତ ସେବା ହିଁ ସଂକଳ୍ପ ଏବଂ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ