ସଲମାନ ଖାନଙ୍କୁ ପୁଣି ହତ୍ୟା ଧମକ

ନୂଆଦିଲ୍ଲୀ: ସଲମାନ ଖାନଙ୍କୁ ପୁଣି ମିଳିଛି ହତ୍ୟା ଧମକ। ମୁମ୍ବାଇ ଟ୍ରାଫିକ୍ କଣ୍ଟ୍ରୋଲ ରୁମକୁ ଆସିଛି ସଲମାନଙ୍କ ଉଦ୍ଦେଶ୍ୟରେ ଧମକପୂର୍ଣ୍ଣ ମେସେଜ୍। ଗତକାଲି ବିଳମ୍ବିତ ରାତିରେ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ତରଫରୁ ଏହି ଧମକପୂର୍ଣ୍ଣ ମେସେଜ ମିଳିଥିବା ଜଣାଯାଇଛି।

ଏଥିରେ କୁହାଯାଇଛି ସଲମାନ ଖାନ ଏବଂ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇକୁ ନେଇ ଏକ ଗୀତ ଲେଖାଯାଇଛି। ଗୀତ ଲେଖିଥିବା ବ୍ୟକ୍ତିଙ୍କୁ ଛଡ଼ାଯିବନି ।  ତାଙ୍କୁ ସେ ଭିତରେ ମାରିଦେବା ଲାଗି ଖୋଲା ଚେତାବନୀ ଦିଆଯାଇଛି। ତାଙ୍କର ଏପରି ଅବସ୍ଥା କରାଯିବ, ଯେ ସେ ନିଜ ନାମରେ ଗୀତ ଲେଖିବାକୁ ସାହସ କରିପାରିବେନି। ଯଦି ସଲମାନଙ୍କ ସାହସ ଅଛି ତାଙ୍କୁ ବଞ୍ଚାଇ ଦେଖାନ୍ତୁ ବୋଲି ବି ଚେତାବନୀ ଦିଆଯାଇଛି।

ଯେଉଁ ନମ୍ବରରୁ ଏହି ଧମକ ଆସିଛି ପୁଲିସ୍‌ ତାହାକୁ ଟ୍ରାକ୍‌ କରିବାକୁ ପ୍ରୟାସ ଜାରି ରଖିଛି। ତେବେ କେଉଁ ଗୀତକୁ ଟାର୍ଗେଟ କରି ଏପରି ଧମକ ଦିଆଯାଇଛି ଓ କିଏ ଏହାକୁ ଲେଖିଛି ସେ ନେଇ କିଛି ସ୍ପଷ୍ଟ ସୂଚନା ଦିଆଯାଇନି।

  • Related Posts

    ରାଜନୀତିରେ ଏଣ୍ଟ୍ରି ମାରିଲେ ପୂର୍ବତନ ସିବିଆଇ ନିର୍ଦ୍ଦେଶକ

    ପୂର୍ବତନ ସିବିଆଇ ନିର୍ଦ୍ଦେଶକ ଏମ୍‌ ନାଗେଶ୍ୱର ରାଓ ଶନିବାର ବାରାଣସୀଠାରେ ‘ସର୍ବଜନ ସନାତନ ପାର୍ଟି’ର ଜାତୀୟ ଅଧ୍ୟକ୍ଷ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏମ୍‌ ନାଗେଶ୍ୱର ରାଓ ସୁରକ୍ଷା, ଆଇନ ଶୃଙ୍ଖଳା ଏବଂ ପ୍ରଶାସନିକ କ୍ଷେତ୍ରରେ ପ୍ରାୟ ଚାରି ଦଶନ୍ଧି…

    Continue reading
    ‘ସତ୍ୟାଗ୍ରହ’ ଆରମ୍ଭ କଲେ ରାହୁଲ

    ନୂଆଦିଲ୍ଲୀ: କଂଗ୍ରେସ ନେତା ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ସାରା ଦେଶର ବିକ୍ଷୋଭ ଏବଂ ଜନସାଧାରଣଙ୍କ ଅଭିଯୋଗଗୁଡ଼ିକୁ ଏକାଠି କରିବା ପାଇଁ ‘ସତ୍ୟାଗ୍ରହ’ ନାମକ ଏକ ଡିଜିଟାଲ ପ୍ଲାଟ୍‌ଫର୍ମ ଶୁଭାରମ୍ଭ କରିଛନ୍ତି। ‘X’ରେ ଏକ ପୋଷ୍ଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ