ସାଢେ ୧୧ଟା ପର୍ୟ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ଵର: ବିଧାନସଭା ବଜେଟ୍ ଅଧିବେଶନ ଦ୍ବିତୀୟ ପର୍ୟ୍ୟାୟର ଆଜି ହେଉଛି ସପ୍ତମ ଦିନ । ଆଜି ବି ପ୍ରଶ୍ନକାଳ ଚାଲିପାରିଲାନି। ଏସସିବି ଅଗ୍ନିକାଣ୍ଡ ଘଟଣାକୁ ନେଇ ବିରୋଧୀ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଛନ୍ତି। ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ମଧ୍ୟ ଦାବି କରି ହୋହଲ୍ଲା କରିଥିବା ଦେଖିବାକୁ ମିଳିଛି। ଯାହାକୁ ନେଇ ବାଚସ୍ପତି ସାଢେ ୧୧ଟା ପର୍ୟ୍ୟନ୍ତ ଗୃହ ମୁଲତବୀ ଘୋଷଣା କରିଛନ୍ତି। ଗତକାଲି ମଧ୍ୟ ସମାନ ପ୍ରସଙ୍ଗ ଉଠିଥିବାରୁ ଗୃହକୁ ବାରମ୍ବାର ମୁଲତବୀ କରାଯାଇଥିଲା।

  • Related Posts

    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading
    ୮ ନକଲି ସିଆଇଡିକୁ ବାନ୍ଧିଲା ଅସଲି ପୁଲିସ

    ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ