ସାଢେ ୧୨ ପର୍ୟ୍ୟନ୍ତ ଗୃହ ମୁଲତବୀ

ଭୁବନେଶ୍ଵର: ଆଜି ମଧ୍ୟ ବିଧାନସଭାରେ ଅଚଳାବସ୍ଥା । ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀମାନେ ହଟ୍ଟଗୋଳ କରିଥିଲେ। ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିରୋଧୀ ସଦସ୍ୟମାନେ ନାରାବାଜି କରିଥିଲେ। ଯାହାକୁ ନେଇ ବାଚସ୍ପତି ସାଢେ ୧୧ଟା ପର୍ୟ୍ୟନ୍ତ ମୁଲତବୀ କରିଥିଲେ। ପରେ ଗୃହକାର୍ୟ୍ୟ ଆରମ୍ଭ ହେବା ମାତ୍ରେ ଏସ୍‌ସିବି ଅଗ୍ନିକାଣ୍ଡକୁ ନେଇ କଂଗ୍ରେସ-ବିଜେଡି ବିଧାୟକଙ୍କ ହୋହଲ୍ଲା କରିଥିଲେ। ପୁର୍ନବାର ବାଚସ୍ପତି ଗୃହକୁ ୧୨ଟା ୩୦ ପର୍ୟ୍ୟନ୍ତ ମୁଲତବୀ ଘୋଷଣା କରିବା ସହ ସର୍ବଦଳୀୟ ବୈଠକ ମଧ୍ୟ ଡାକିଛନ୍ତି। ଏସସିବି ମେଡ଼ିକାଲ ଅଗ୍ନିକାଣ୍ଡ ଘଟଣାକୁ ନେଇ ୧୭ ତାରିଖରୁ ଲଗାତାର ଭାବେ ଗୃହରେ ହଟ୍ଟଗୋଳ କରୁଛନ୍ତି ବିରୋଧୀ ।

  • Related Posts

    ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହେଲା ସ୍ଵଗଣନା

    ଭୁବନେଶ୍ୱର: ରାଜ୍ୟରେ ଆଜିଠାରୁ ଆରମ୍ଭ ହୋଇଛି ଡିଜିଟାଲ ଜନଗଣନା । ଏଣିକି ଘରେ ବସି ନିଜେ କରି ପାରିବେ ସ୍ଵ-ଜନଗଣନା। ପ୍ରଥମ ପର୍ଯ୍ୟାୟରେ ରାଜ୍ୟପାଳଙ୍କ ଠାରୁ ଆରମ୍ଭ ହୋଇଛି ସ୍ଵ-ଜନଗଣନା । ରାଜ୍ୟପାଳ ନିଜ ମୋବାଇଲରୁ ଲଗିନ କରି ଜନଗଣନା କରିଛନ୍ତି।…

    Continue reading
    ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି

    ଭୁବନେଶ୍ୱର : ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଚିଠି। ୪ ପୃଷ୍ଠାର ଚିଠି ଲେଖିଛନ୍ତି ପିଏମ୍। ଓଡ଼ିଆ ଅସ୍ମିତା, ସମୃଦ୍ଧ ପରମ୍ପରା ଓ ମନମୁଗ୍ଧକର ଐତିହ୍ୟର କଥା ଉଲ୍ଲେଖ ରହିଛି। ବିଜୁ ବାବୁଙ୍କ ସାହାସିକତାକୁ ଭୁରି ଭୁରି ପ୍ରଶଂସା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ