ସାନ ଯାଆର ମାଡ଼ରେ ବଡ଼ ଯାଆ ମୃତ

ଦେବଗଡ଼: ଜାଳ କାଠ ପାଇଁ ଦୁଇ ଯାଆଙ୍କ ମଧ୍ୟରେ ପାଟିତୁଣ୍ଡ ନେଇଛି ତୀବ୍ର ରୂପ।।ଆଜି ସକାଳେ ସାନ ଯାଆର ମାଡ଼ରେ ବିଧବା ବଡ଼ ଯାଆଙ୍କର ମୃତ୍ୟୁ ହୋଇଛି। ମୃତା ହେଲେ ଦେବଗଡ଼ ପୌରାଞ୍ଚଳ ନୀଳବେର୍ଣ୍ଣି ସାହିର ଜ୍ୟୋତ୍ସ୍ନା ଭୋଜ(୫୫) ।

ଜାଳ କାଠ ପାଇଁ ଦୁଇ ଯାଆଙ୍କ ମଧ୍ୟରେ ପାଟିତୁଣ୍ଡ ନେଇଛି ତୀବ୍ର ରୂପ।।ଆଜି ସକାଳେ ସାନ ଯାଆର ମାଡ଼ରେ ବିଧବା ବଡ଼ ଯାଆଙ୍କର ମୃତ୍ୟୁ ହୋଇଛି। ମୃତା ହେଲେ ଦେବଗଡ଼ ପୌରାଞ୍ଚଳ ନୀଳବେର୍ଣ୍ଣି ସାହିର ଜ୍ୟୋତ୍ସ୍ନା ଭୋଜ(୫୫) କ୍ଷ ଦେବଗଡ଼ ଥାନା ପୁଲିସ୍ ଅଭିଯୁକ୍ତ ସାନ ଯାଆକୁ ଅଟକ ରଖି ପଚରାଉଚରା ଜାରି ରଖିଛି। ଘଟଣା ସ୍ଥଳରେ ସାଇଣ୍ଟିଫିକ ଟିମ ସହାୟତାରେ ଦେବଗଡ଼ ଥାନା ପୁଲିସର ତଦନ୍ତ ଆରମ୍ଭ କରିଛି।
ଦେବଗଡ଼ ଥାନା ପୁଲିସ୍ ଅଭିଯୁକ୍ତ ସାନ ଯାଆକୁ ଅଟକ ରଖି ପଚରାଉଚରା ଜାରି ରଖିଛି। ଘଟଣା ସ୍ଥଳରେ ସାଇଣ୍ଟିଫିକ ଟିମ ସହାୟତାରେ ଦେବଗଡ଼ ଥାନା ପୁଲିସର ତଦନ୍ତ ଆରମ୍ଭ କରିଛି।

  • Related Posts

    ଭିଣୋଇଙ୍କୁ ପିଟି ପିଟି ମାରିଦେଲା ଶାଳକ

    ବଡ଼ବିଲ: ପାରିବାରିକ ବିବାଦକୁ କେନ୍ଦ୍ର କରି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ। ଭିଣୋଇକୁ ପିଟି ପିଟି ମାରିଦେଲା ଶାଳକ । ବଡ଼ବିଲ ଥାନା ଅନ୍ତର୍ଗତ ଉଲିବୁରୁ ବୁରୁସାହିରେ ଅଭାବନୀୟ ଘଟଣା ଘଟିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଅଭିଯୁକ୍ତକୁ ଧରିବାକୁ…

    Continue reading
    ରାଜଧାନୀରେ ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ !

    ରାଜଧାନୀରେ ଲଜ୍ଜା । ବନ୍ଧୁକ ଦେଖାଇ ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ । ନୟାପଲ୍ଲୀ ଥାନା ଅଞ୍ଚଳରେ ଘରେ ଏକା ଥିବା ବେଳେ ଦୁଷ୍କର୍ମ । ଜଣେ ଦୁର୍ବୃତ୍ତ ମୁହଁରେ ମାସ୍କ ପିନ୍ଧି ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି । ଜଣେ ଦୁର୍ବୃତ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ