ସାମ୍ବାଦିକଙ୍କୁ ବିଭତ୍ସ ହତ୍ୟା

ନୂଆଦିଲ୍ଲୀ: କ୍ରୁରତାର ସବୁ ସୀମା ଟପିଥିଲା। ମୁଣ୍ଡରେ ଲାଗିଥିବା ୧୫ ଆଘାତ ଚିହ୍ନ। ଫାଟିଥିଲା ଛାତି, ୪ ଖଣ୍ଡ ହୋଇଥିଲା କଲିଜା। କେବଳ ସେତିକି ନୁହେଁ ବେକ ହାଡ଼ ବି ଭାଙ୍ଗି ଚୁରମାର ହୋଇଥିଲା। ଛତିଶଗଡ଼ର ବିଜାପୁରରେ ସାମ୍ବାଦିକ ମୁକେଶ ଚନ୍ଦ୍ରକାରଙ୍କୁ କରାଯାଇଥିଲା ଏଭଳି କିଛି ବିଭତ୍ସ ହତ୍ୟା।

ପୋଷ୍ଟମର୍ଟମ ରିପୋର୍ଟରୁ ଏଭଳି କିଛି ଛାତି ଥରା କଥା ସାମ୍ନାକୁ ଆସିଛି। ମୁକେଶ ଚନ୍ଦ୍ରକାରଙ୍କ ମୃତଦେହର ଯେଉଁ ଡାକ୍ତର ବ୍ୟବଚ୍ଛେଦ କରିଥିଲେ ସେ ତାଙ୍କର ମୃତ୍ୟୁ କିଭଳି ହୋଇଥିଲା ତାହା ବଖାଣିଛନ୍ତି। ଡାକ୍ତରଙ୍କ କହିବା ମୁତାବକ, ତାଙ୍କ ୧୨ ବର୍ଷର କ୍ୟାରିଅରରେ ସେ ଏପରି ନିର୍ଦ୍ଦୟ ଭାବରେ ହତ୍ୟା କରାଯିବା ଘଟଣା କେବେ ଦେଖି ନାହାନ୍ତି। ସାମ୍ବାଦିକଙ୍କୁ ଦୁଇ କିମ୍ବା ତା’ଠାରୁ ଅଧିକ ଆକ୍ରମଣକାରୀ ହତ୍ୟା କରିଥିବା ସେ ଦାବି କରିଛନ୍ତି।

  • Related Posts

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ : ପୁରୀ ଦାଶଗୋବା ଗାଁରେ ଜଣେ ବ୍ୟକ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଦାଶଗୋବା ଗାଁର ନାରାୟଣ ମଲ୍ଲିକ ବୋଲି ଜଣାପଡିଛି । ପୋଲିସ ଘଟଣାରେ ଦୁଇ ଜଣଙ୍କ ଅଟକ ରଖି…

    ଯୁବକଙ୍କୁ ଗୁଳିମାଡ଼, ଏସ୍‌ସିବିରେ ଭର୍ତ୍ତି

    କଟକ: ନୂଆବଜାର ପୋଲ ଉପରେ ସୋମବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ କେତେକ ଦୁର୍ବୃତ୍ତ ଗୁଳିମାଡ଼ କରିଛନ୍ତି । ଗୁଳିମାଡ଼ରେ ମଧୁପାଟଣା ଥାନା ଖପୁରିଆ ଅଞ୍ଚଳର ସଞ୍ଜୟ କୁମାର ତରାଇ (୨୦) ଗୁରୁତର ଆହତ ହୋଇଛନ୍ତି । ଗୁଳିଟି ତାଙ୍କ ଡାହାଣ…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା